ଲକ୍ଷ୍ମୀପ୍ରିୟା ଓଝାଙ୍କର ପ୍ରଥମ କବିତା ସଙ୍କଳନ ‘ପଛରୁ ଡାକନି ମୋତେ’ ଉନ୍ମୋଚିତ
ଭୁବନେଶ୍ୱର : ଉତ୍କଳିକା ଓଡ଼ିଶା ସେବା ଟ୍ରଷ୍ଟ ବରୋଦା, ଗୁଜରାଟ ଆନୁକୂଲ୍ୟରେ ପ୍ରବାସୀ ଓଡ଼ିଆମାନଙ୍କ ଦ୍ୱାରା ଉତ୍କଳ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ କବୀ ଲକ୍ଷ୍ମୀପ୍ରିୟା ଓଝାଙ୍କର ପ୍ରଥମ କବିତା ସଙ୍କଳନ "ପଛରୁ ଡାକନି ମୋତେ " ଉନ୍ମୋଚିତ ହୋଇଯାଇଛି
ଏହି ଉତ୍ସବରେ ମନ୍ତ୍ରୀ ଅଶୋକ…