ଚଷାନିମଖଣ୍ଡିରେ ୨ଜଣଙ୍କୁ ହତ୍ୟା : ବାଇକରେ ଫେରୁଥିବା ବେଳେ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ
ଗଞ୍ଜାମ : ଦିଗପହଣ୍ଡିରେ ଡବଲ ମର୍ଡର। ଚଷାନିମଖଣ୍ଡିରେ ୨ଜଣଙ୍କୁ ହତ୍ୟା କରାଯାଇଛି । ପାଖ ଗାଁରୁ ରାତିରେ ବାଇକରେ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ରାଜନୈତିକ ଶତ୍ରୁତାରୁ ହତ୍ୟାକାଣ୍ଡ ସନ୍ଦେହ କରାଯାଉଛି ।
ମୃତକ ହେଉଛନ୍ତି ସରୋଜ ପାତ୍ର ଓ ସୁଦର୍ଶନ ସୁଆର ।…