ପାମ ତେଲ ରପ୍ତାନୀ ଉପରେ କଟକଣା ଲଗାଇଲା ଇଣ୍ଡୋନେସିଆ, ବଢ଼ିଲା ଭାରତର ଚିନ୍ତା
ନୂଆଦିଲ୍ଲୀ: ପାମ ତେଲ ରପ୍ତାନୀ ଉପରେ ଇଣ୍ଡୋନେସିଆ କଟକଣା ଲଗାଇଛି । ତେବେ ଏହାର ପ୍ରଭାବରେ ଭାରତରେ ପାମ ଅଏଲର ଦାମ ବଢ଼ିବା ନେଇ ଆଶଙ୍କା ସୃଷ୍ଟି ହୋଇଛି । ଦେଶରେ ପାମ ତେଲର ସଙ୍କଟ ଦେଖା ଦେଇଥିବାରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ଇଣ୍ଡୋନେସିଆ ରାଷ୍ଟ୍ରପତି ଜୋକୋ ୱିଡୋଡୋ କହିଛନ୍ତି…