ଗ୍ରେସିଙ୍ଗିଆ ପ୍ରାଇମେରୀ ସବ୍ଷ୍ଟେସନ୍ କାର୍ଯ୍ୟକ୍ଷମ; ପାହାଡ଼ିଆ ଅଞ୍ଚଳରେ ଅଧିକ ସୁଦୃଢ଼ ହେବ ବିଦ୍ୟୁତ ନେଟୱର୍କ
ବ୍ରହ୍ମପୁର: କନ୍ଧମାଳ ଜିଲ୍ଲାର ପାହାଡ଼ିଆ ଅଞ୍ଚଳରେ ଅଧିକ ପରିବାର ଓ ସମୁଦାୟଙ୍କ ନିକଟରେ ନିର୍ଭରଯୋଗ୍ୟ ଓ ଗୁଣାତ୍ମକ ବିଦ୍ୟୁତ ସେବା ପହଞ୍ଚୁଛି। ଜି. ଉଦୟଗିରି ବ୍ଲକ୍ର ଗ୍ରେସିଙ୍ଗିଆଠାରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ ପକ୍ଷରୁ ନୂତନ ପାୱାର ସବ୍ଷ୍ଟେସନ୍ ନିର୍ମାଣ…