ଆଗାମୀ ୩ ଘଣ୍ଟା ମଧ୍ୟରେ ୮ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ସମ୍ଭାବନା
ଭୁବନେଶ୍ୱର: ମଙ୍ଗଳବାର ସନ୍ଧ୍ୟା ୭.୩୦ ପର୍ଯ୍ୟନ୍ତ ଓଡ଼ିଶାର ଭୁବନେଶ୍ୱର ଏବଂ କଟକ ସମେତ ୮ଟି ସ୍ଥାନରେ ଝଡ଼ବର୍ଷା ସହ ବଜ୍ରପାତ ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୂଚନା ପ୍ରଦାନ କରିଛି।
ଏଥିସହିତ ୩୦-୪୦ କିଲୋମିଟର ବେଗରେ ପବନ ବହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ…