Latest Odisha News

BREAKING NEWS

ଠାକୁରମୁଣ୍ଡାର ଠକ ଡାକ୍ତର କାରନାମା: ମଣିଷକୁ ଦେଲେ ପଶୁ ଇଞ୍ଜେକସନ

 ମୟୁରଭଞ୍ଜ: ମଣିଷ ଦେହରେ ପଶୁଙ୍କ ଇଞ୍ଜେକ୍ସନ ଦେଲା ନକଲି ଡାକ୍ତର  । ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକରୁ ଏପରି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି ।  ଠାକୁରମୁଣ୍ଡା ବ୍ଲକ ମହୁଲଡିହାରେ ଜଣେ ବ୍ୟକ୍ତିଙ୍କୁ ଅଣ୍ଟା ବ୍ୟଥା ପାଇଁ ପଶୁଙ୍କ ପାଇଁ ବ୍ୟବହୃତ ଇଞ୍ଜେକ୍ସନ ବ୍ୟବହାର କରିବା…

[ଦେଖନ୍ତୁ ଭିଡିଓ] ପ୍ରବାଦପୁରୁଷ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର : ମନେ ପଡ଼ନ୍ତି ବିଜୁ ବାବୁ । ଆଜି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ୨୫ ତମ ଶ୍ରାଦ୍ଧ ଦିବସ । ଆଜି ତାଙ୍କ ଶ୍ରାଦ୍ଧ ବାର୍ଷିକୀରେ ରାଜ୍ୟର କୋଣ ଅନୁକୋଣରେ ହେଉଛି ତାଙ୍କ ସ୍ମୃତିଚାରଣ । ଏହି ଅବସରରେ ବିଧାନସଭା ପରିସରରେ…

[ଦେଖନ୍ତୁ ଭିଡିଓ] ଓଡ଼ିଆ ମାନଙ୍କର ଗର୍ବ ଗୌରବ : ଝଡ଼ର ଇଗଲ ତଥା ମହାନ ଜନନାୟକଙ୍କ ସ୍ମୃତିରେ . . .

ଭୁବନେଶ୍ୱର : ବିଜୟାନନ୍ଦ ପଟ୍ଟନାୟକ ବନାମ ବିଜୁ ପଟ୍ଟନାୟକ।  ବିଜୁ ପଟ୍ଟନାୟକ, ଓଡିଆମାନଙ୍କର ଗର୍ବ ଏବଂ ଗୌରବ, ଆଧୁନିକ ଓଡିଶାର କିମ୍ବଦନ୍ତୀ ନେତା ତଥା ସ୍ଥପତି, ସେ ନିଜକୁ ଭୂମିପୁତ୍ର ଭାବରେ ପ୍ରମାଣିତ କରିଛନ୍ତି ତାଙ୍କର ଅଭିନବ, ସାହସ ଏବଂ କ୍ରାନ୍ତିକାରୀ ପଦକ୍ଷେପ ମାଧ୍ୟମରେ | ଏହି…

ଭାରତ ଆସୁଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ, ମୁଖ୍ୟ ପ୍ରସଙ୍ଗ ଉପରେ ହେବ ଆଲୋଚନା

ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଆସନ୍ତା ସପ୍ତାହରେ ଭାରତ ଆସୁଛନ୍ତି  । ଏହି ଗସ୍ତ ସମୟରେ ସେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ସହ ଭେଟ କରିବେ । ଋଷ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ କ୍ରମରେ ବୋରିସଙ୍କ ଭାରତ ଗସ୍ତକୁ ନେଇ ସବୁଠି ଚର୍ଚ୍ଚା ଜୋର ଧରିଛି । କାରଣ ଗୋଟିଏ…

ରୁଷ-ୟୁକ୍ରେନ୍ ଯୁଦ୍ଧକୁ ନେଇ ଆମେରିକାର ବଡ଼ ବୟାନ: ବର୍ଷ ଶେଷ ଯାଏଁ ଜାରି ରହିବ ଯୁଦ୍ଧ

୫୦ରୁ ଅଧିକ ଦିନ ଧରି ରୁଷ୍ ଓ ୟୁକ୍ରେନ୍ ମଧ୍ୟରେ ଯୁଦ୍ଧ ଜାରି ରହିଛି । ଯୁଦ୍ଧ କେବେ ସରିବ ଓ କିପରି ଶାନ୍ତି ଫେରିବ, ତାକୁ ନେଇ ସମସ୍ତେ ଚିନ୍ତିତ ଅଛନ୍ତି । କିନ୍ତୁ ଏହାରି ଭିତରେ ଆମେରିକାର ଏକ ଆକଳନ ସମଗ୍ର ବିଶ୍ୱ ପାଇଁ ଚିନ୍ତା ବଢ଼ାଇ ଦେଇଛି । ଆମେରିକା ପକ୍ଷରୁ କୁହାଯାଇଛି, ଏହି ଯୁଦ୍ଧ…

ଗଛରେ ପିଟି ହୋଇ ଦୁଇ ବାଇକ୍ ଆରେହୀଙ୍କର ମୃତ୍ୟୁ

ରାୟଗଡ଼ା : ରାୟଗଡ଼ା ରାମନଗୁଡ଼ା ଥାନା ପଣସଗୁଡ଼ାରେ ଦୁର୍ଘଟଣା। ଧାନ ମିଲ୍ ନିକଟରେ ଗଛରେ ପିଟି ହୋଇ ଦୁଇ ବାଇକ୍ ଆରେହୀଙ୍କର ମୃତ୍ୟୁ ହୋଇଯାଇଛି । ଘରକୁ ଫେରୁଥିବା ବେଳେ ଗଛରେ ପିଟି ହୋଇ ଏକ ଖାଲରେ ପଡ଼ିଯାଇଥିଲେ। ସେଠାରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ମୃତକ ଦୁଇ ଜଣ ରଞ୍ଜିତ ଶବର ଓ କୁମାର ଶବର…

ଢେଙ୍କାନାଳ ଗୁଳିକାଣ୍ଡ ଘଟଣା: ୱାର୍ଡମେମ୍ବରଙ୍କୁ ହତ୍ୟା ପରେ ପ୍ରତିଶୋଧ ନେଲେ ମୃତକଙ୍କ ପରିବାର

ଢେଙ୍କାନାଳ : ଉଗ୍ର ହେଲା ଢେଙ୍କାନାଳ ଗୁଳିକାଣ୍ଡ ଘଟଣା । ୱାର୍ଡମେମ୍ବରକୁ ଗୁଳିମାରିବା ପରେ, ମୁଖ୍ୟ ଅଭିଯୁକ୍ତଙ୍କ ପରିବାର ଉପରେ ମଧ୍ୟ ଆକ୍ରମଣ କରାଯାଇଛି । ଗୁଳିମାଡର ପ୍ରତିଶୋଧ ନେଇଛନ୍ତି ମୃତକଙ୍କ ପରିବାର ଲୋକ । ତେବେ ଅଭିଯୁକ୍ତ ନୁରୁ ନାୟକଙ୍କ ଘରେ ପଶି ତାଙ୍କ ପତ୍ନୀ ଓ ପୁଅକୁ…

ଲାଲଗଡ଼ରେ ପୁଣି ହେଲା ଏୟାର ଷ୍ଟ୍ରାଇକ୍

ଭୁବନେଶ୍ୱର : ଲାଲଗଡ଼ରେ ପୁଣି ହେଲା ଏୟାର ଷ୍ଟ୍ରାଇକ୍ । ଛତିଶଗଡ଼ ସୁକୁମା ଜଙ୍ଗଲରେ ମାଓବାଦୀ ଶିବିରରେ ଡ୍ରୋନ ଯୋଗେ ବୋମାମାଡ଼ ଅଭିଯୋଗ । ଛତିଶଗଡ଼ ସୁକମା ଜଙ୍ଗଲରେ ମାଓବାଦୀଙ୍କ ଶିବିର ଉପରେ ଡ୍ରୋନ ଯୋଗେ ବୋମାମାଡ କରାଯାଇଥିବା ମାଓ ସଂଗଠନ ପକ୍ଷରୁ ଅଭିଯୋଗ କରାଯାଇଛି । ୧୪ ଓ ୧୫ ତାରିଖରେ…

ମାହାଙ୍ଗା କୁସୁପୁର ଗଣହତ୍ୟା ମାମଲା: ଆଜି କୋର୍ଟରେ ହାଜର ହେବ ଅଭିଯୁକ୍ତ ଶିବପ୍ରସାଦ ସାହୁ

କଟକ: ରହସ୍ୟ ଘେରରେ ମାହାଙ୍ଗା ଗଣହତ୍ୟା ମାମଲା । ଏକୁଟିଆ ଶିବ ୫ ଜଣଙ୍କୁ କିପରି କଲା ହତ୍ୟା, ତାହାକୁ ନେଇ ଏବେ ବି ସନ୍ଦେହ ବଢିବାରେ ଲାଗିଛି । ଏହାରି ଭିତରେ ଅଭିଯୁକ୍ତ ଶିବ ସାହୁର ତିନି ଦିନିଆ ରିମାଣ୍ଡ ଅବଧି ଶେଷ ହୋଇଛି । ଆଜି ତାକୁ କୋର୍ଟରେ ହାଜର କରାଯିବ । ଆଗକୁ ଆବଶ୍ୟକ ପଡ଼ିଲେ…

ୱାର୍ଡମେମ୍ବରକୁ ଗୁଳି କରି ହତ୍ୟା: ପୋଖରୀ ଖୋଳାକୁ ବାରଣ କରିବାରୁ ଗୁଳିକାଣ୍ଡ

ଢେଙ୍କାନାଳ : ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ । ପୋଖରୀ ଖୋଳାକୁ ନେଇ ଗଡ଼ିଲା ମୁଣ୍ଡ । ଢେଙ୍କାନାଳ ସଦର ଥାନା କନ୍ଧପାଲ ଗାଁରେ ଜଣଙ୍କୁ ଗୁଳି କରି ହତ୍ୟା । ମୃତକ ହେଉଛନ୍ତି କନ୍ଧପାଲ ଗାଁର ଦଳେଇ ନାୟକ । ଗୁଳି ମାଡ କରିବା ପରେ ଦୁର୍ବୃତ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ପ୍ରଥମେ ଗାଁରେ…