ରାଜ୍ୟରେ ଅସହ୍ୟ ତାତି; ୪୫ ଡିଗ୍ରୀ ଟପିଲା ଝାରସୁଗୁଡ଼ା
ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ମଙ୍ଗଳବାର ଦିନ ଝାରସୁଗୁଡାରେ ଚଳିତ ବର୍ଷର ସର୍ବାଧିକ ତାପମାତ୍ରା ୪୫.୩ ଡିଗ୍ରୀ ସେଲସିୟସ୍ ରେକର୍ଡ କରାଯାଇଛି।
ରାଜ୍ୟର ପ୍ରାୟ ୧୨ଟି ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି। ଭାରତୀୟ…