Latest Odisha News

BREAKING NEWS

ଚିଲିକା ଗସ୍ତରେ ମନ୍ତ୍ରୀ, ବିଧାୟକ ଓ ବାଚସ୍ପତି, ମା’କାଳୀଜାଇଙ୍କୁ ଦର୍ଶନ ସହ ନୌସେନାର ସମରାଭ୍ୟାସରେ ଯୋଗଦେବେ

ଭୁବନେଶ୍ୱର : ଚିଲିକା ଗସ୍ତରେ  ସମସ୍ତ ମନ୍ତ୍ରୀ ବିଧାୟକ ଓ ବାଚସ୍ପତି । ଓଟିଡିସି ପକ୍ଷରୁ ୪ ଟି ସ୍ୱତନ୍ତ୍ର ବସରେ ବିଧାନସଭାରୁ ଚିଲିକା ଗସ୍ତ କରିଛନ୍ତି ସମସ୍ତେ । ମା କାଳୀଜାଇଙ୍କୁ ଦର୍ଶନ କରିବେ ମନ୍ତ୍ରୀ ଓ ବିଧାୟକମାନେ । ନାଭାଲ ବେସରୁ ସିଡିଏ ଏବଂ ଓଟିଡିସି ବୋଟ ସାହାର୍ଯ୍ୟ ରେ ମା…

ଦେଶରେ ଉପର ତଳ ହେଉଛି କୋଭିଡ ଗ୍ରାଫ୍ , ୨୪ ଘଣ୍ଟାରେ ୯୪୯ ସଂକ୍ରମିତ,୬ ମୃତ

ଦିଲ୍ଲୀ : ଦେଶରେ କରୋନା ଭାଇରସ୍ ସଂକ୍ରମଣ ଉପର ମୁହାଁ ହେବାରେ ଲାଗିଛି । କେନ୍ଦ୍ରସ୍ୱାସ୍ଥ୍ୟ ମନ୍ତ୍ରାଳାୟ  ରିପୋର୍ଟ ଅନୁସାରେ ଶୁକ୍ରବାର ସକାଳ ୮ ସୁଦ୍ଧା ୨୪ ଘଣ୍ଟା ମଧ୍ୟରେ ୯୪୯ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ୬ ଜଣଙ୍କର ମୃତ୍ୟୁ ହୋଇଯାଇଛି ବୋଲି ରିପୋର୍ଟ ସାମ୍ନାକୁ ଆସିଛି । ଦେଶରେ…

ଆନ୍ଦୋଳନ କରିବେ ୟୁକ୍ରେନ ଫେରନ୍ତା ମେଡିକାଲ ଛାତ୍ରଛାତ୍ରୀ

ଭୁବନେଶ୍ୱର : ଆନ୍ଦୋଳନ କରିବେ ୟୁକ୍ରେନ ଫେରନ୍ତା ମେଡିକାଲ ଛାତ୍ରଛାତ୍ରୀ   । ଯୁଦ୍ଧ ପ୍ରଭାବିତ ୟୁକ୍ରେନରୁ ଫେରିଆସିଥିବା ଡାକ୍ତରୀ ଛାତ୍ରଛାତ୍ରୀମାନେ ଏପ୍ରିଲ ୧୭ରେ ନୂଆଦିଲ୍ଲୀର ଜନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବେ । ପାଠପଢା ଅଧାରୁ ଛାଡି ସ୍ୱଦେଶ ଫେରି ଆସିଥିବା ପିଲାମାନେ…

ରାଜ୍ୟର ୧୬ ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା । ଗତକିଛି ଦିନ ଧରି ବିଭିନ୍ନ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । କିଛି କିଛି ସ୍ଥାନରେ ୪୪ ଡିଗ୍ରୀ ମଧ୍ୟ ଟପିଗଲାଣି । ଖରାର ପ୍ରକୋପକୁ ନେଇ ଚିନ୍ତାରେ ସ୍ଥାନୀୟ ବାସିନ୍ଦା । ନା ବାହାରକୁ ବାହାରି ପାରୁଛନ୍ତି, ନା…

ମାହାଙ୍ଗା ଗଣହତ୍ୟା : କେମିତି ୫ଜଣଙ୍କୁ ହତ୍ୟା କଲା ? ଡେମୋ ଦେଖାଇବ ଅଭିଯୁକ୍ତ

କଟକ: ମାହାଙ୍ଗା ଗଣସଂହାର ଘଟଣାରେ ଆଜି କ୍ରାଇମ ରିକ୍ରିଏସନ ହୋଇପାରେ । କେମିତି ଏକା ପାଂଚ ଜଣଙ୍କୁ ହତ୍ୟା କରିଥିଲା ଶିବ ସାହୁ । ସେ ନେଇ ଆଜି ପୁଲିସ ଆଗରେ ଡେମୋ ଦେଖାଇବ । ତେଣୁ ଅଭିଯୁକ୍ତ ଶିବ ପ୍ରସାଦ ସାହୁକୁ ପୁଲିସ ଘଟଣାସ୍ଥଳକୁ ନେବ । ଅଭିଯୁକ୍ତ ଶିବ ପ୍ରସାଦ ଏବେ ରିମାଣ୍ଡରେ ରହିଛି ।…

ରାଜଧାନୀରେ ଚାଞ୍ଚଲ୍ୟ: ଗଛରେ ବନ୍ଧା ହୋଇଛି ମୃତଦେହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ନାଲକୋ ଛକରେ ଗଛରେ ବନ୍ଧା ହୋଇଛି ମୃତଦେହ। ନାଲକୋ ଛକରେ ଥିବା ଏକ ବଡ଼ ଗଛରେ ବେକକୁ ଗାମୁଛାରେ ବନ୍ଧା ହୋଇ ବସିଥିବା ଅବସ୍ଥାରେ ଜନୈକ ଯୁବକର ମୃତଦେହ ଦେଖିବାକୁ ମିଳିଛି । ଏଯାଏ ମୃତ ବ୍ୟକ୍ତିଙ୍କର ପରିଚୟ ମିଳିନଥିବା ବେଳେ ଘଟଣାସ୍ଥଳରେ ପୁଲିସ ପହଞ୍ଚି…

ଜାମଶେଦପୁରରେ ନିବେଶକଙ୍କୁ ଓଡି଼ଶା ନିମନ୍ତ୍ରଣ, ରାଜ୍ୟରେ ପର୍ଯ୍ୟାପ୍ତ ସୁଯୋଗ

ଭୁବନେଶ୍ୱର: ଦେଶର ଏକ ଅଗ୍ରଣୀ ଶିଳ୍ପଖଣ୍ଡ ହେବାର ନିରନ୍ତର ପ୍ରୟାସରେ ଓଡ଼ିଶା ସରକାର ଏବଂ କନଫେଡେରେସନ ଅଫ୍ ଇଣ୍ଡିଆନ ଇଣ୍ଡଷ୍ଟ୍ରି(ସିଆଇଆଇ) ସହ ଏକ ମିଳିତ ନିବେଶକ ବୈଠକ ଆୟୋଜିତ ହୋଇଯାଇଛି। ଏପ୍ରିଲ ୧୩ ଏବଂ ୧୪ରେ ଜାମଶେଦପୁର ଠାରେ ଦୁଇ ଦିନିଆକାର୍ଯ୍ୟକ୍ରମରେ ଝାଡ଼ଖଣ୍ଡର ୧୨୦ରୁ ଅଧିକ…

କବିତା : ତୁ ସେଇ ସଜ ସ୍ବପ୍ନ

ସୁବ୍ରତ ଜେନା  ତୁ ସେଇ ସଜ ସ୍ବପ୍ନ, ତତେ ବାରମ୍ବାର ଦେଖିଲା ପରେ ଲାଗୁ ନୂଆ, କେମିତିକା ସେ ପୁଲକ, ପ୍ରତି ରାତିର କୋଳରେ ଆସି ଦେଉ ତୋ ଛୁଆଁ, ହସି ହସାଉ କାନ୍ଦି କନ୍ଦାଉ, ଜା ତୁ ସେମିତିକା... ଗୋଟେ ଅବୁଝା ଚିତ୍ରକରର ଚିତ୍ର, ସତେ ଯେମିତି ଖାଲି ତୁ , ଗୋଟେ ଜଟିଳ ଗଣିତର ଜଟିଳ…

ପୁଅ ଆଗରେ ସ୍ତ୍ରୀର ଗଳା କାଟି ହତ୍ୟା କଲା ସ୍ୱାମୀ

ମେରଟ: ନିଶାସକ୍ତ ଅବସ୍ଥାରେ ସ୍ତ୍ରୀକୁ ନୃଶଂସ ଭାବେ ହତ୍ୟା କଲା ସ୍ୱାମୀ । ଆଗରେ ପୁଅ ଠିଆ ହେଇ କାକୁତି ମିନତୀ ହେଉଥିଲା । ହାତୁଡ଼ିରେ ମୁଣ୍ଡକୁ ଛେଚି ମାରିଦେଲା ସ୍ୱାମୀ । ହତ୍ୟା କରିବା ପରେ ଥାନାରେ ଯାଇ ଆତ୍ମସମର୍ପଣ କରିଛି ଏହି ବ୍ୟକ୍ତି । ଶିବଲୋକପୁରୀରେ ରହୁଥିବା ଦେବେନ୍ଦ୍ର ସିଂ…

ଚର୍ଚ୍ଚା ନୁହେଁ, ସେବା ମନୋଭାବକୁ ଆପଣେଇଛି ବ୍ରହ୍ମପୁରର “ଟିମ୍ କ୍ଲିନ୍ ସିଟି”

ବ୍ରହ୍ମପୁର: ଅନବରତ ମାନବ ସେବା କରି ଚର୍ଚ୍ଚାକୁ ଆସିଛି ବ୍ରହ୍ମପୁର ସହରର ସ୍ୱେଚ୍ଛାସେବୀ ସଙ୍ଗଠନ ଟିମ୍ କ୍ଲିନ୍ ସିଟି । ବିନା କୌଣସି ଅନୁଦାନରେ ଏହି ସଙ୍ଗଠନ ଦୀର୍ଘ ୨ ବର୍ଷ ଧରି ଲୋକଙ୍କ ସେବାରେ ନିଜକୁ ନିୟୋଜିତ କରିଛି । ତେବେ ଚର୍ଚ୍ଚା ନୁହେଁ, ବରଂ ସେବା ମନୋଭାବ ପାଇଁ ଟିମ୍ କ୍ଲିନ୍…