Latest Odisha News

BREAKING NEWS

ମାନସ ସ୍ୱାଇଁ ହତ୍ୟା ମାମଲାରେ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ ସହ ଅଭିଯୁକ୍ତଙ୍କ ଟି ଆଇ ପ୍ୟାରେଡ ହେବ :…

ଭୁବନେଶ୍ୱର : ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ୱାଇଁ ହତ୍ୟାକାଣ୍ଡ ମାମଲା ଦିନକୁ ଦିନ ଭିନ୍ନ ମୋଡ ନେଉଛି । ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଟିମ୍ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ଓ ଝୁନାଙ୍କୁ ପଚରାଉଚରା ଜାରି ରଖିଛି । ହେଲେ ଏବେ ପୁଣି ଏହି ଘଟଣାରେ ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ରେକର୍ଡ…

ଅସିତ ମହାନ୍ତିଙ୍କୁ ପଣ୍ଡିତ ନୀଳମଣି ସ୍ମୃତି ସମ୍ମାନ ପ୍ରଦାନ

ଭୁବନେଶ୍ୱର : ପ୍ରଖ୍ୟାତ ଲେଖକ, ଅନୁବାଦକ ତଥା ପୋଥିନାଥ ଭାବେ ପରିଚିତ ପଣ୍ଡିତ ନୀଳମଣି ମିଶ୍ରଙ୍କ ୯୩ ତମ ଜୟନ୍ତୀ କେଦାରନାଥ ଗବେଷଣା ପ୍ରତିଷ୍ଠାନ ପରିସରରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଶିଷ୍ଟ ଅନୁବାଦକ ଅସିତ ମହାନ୍ତିଙ୍କୁ 'ପଣ୍ଡିତ ନୀଳମଣି ସ୍ମୃତି ସମ୍ମାନ' ପ୍ରଦାନ କରାଯାଇଥିଲା।…

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି : ଆହୁରି ୩ଦିନ ଯାଏ କଲବଲ କରିବ ମୁଣ୍ଡଫଟା ଖରା

ଭୁବନେଶ୍ୱର : ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମପ୍ରବାହ । ତତଲା କଡେଇରେ ସିଝୁଛି ଓଡିଶା  ।ଅସହ୍ୟ ଗରମ ଓ ଗୁଳୁଗୁଳିରେ ଲୋକେ ହନ୍ତସନ୍ତ । ସେପଟେ ରାଜ୍ୟରେ ୧୨ଟି ଉତ୍ତପ୍ତ ଜିଲ୍ଲାର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ବଲାଙ୍ଗୀରରେ ତାପମାତ୍ରା ୪୩ ଡିଗ୍ରୀ ରେକର୍ଡ କରାଯାଇଛି ।ସେହିଭଳି…

ଆଜି ବାହୁଡିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ

ଭୁବନେଶ୍ୱର : ଆଜି ବାବା ଲିଙ୍ଗରାଜଙ୍କ ବାହୁଡା ଯାତ୍ରା । ଆଜି ବାହୁଡିବ ମହାପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ । ଅପରାହ୍ନ ୩.୩୦ରେ ରଥଟଣା ଆରମ୍ଭ ହେବ ବୋଲି ସୂଚନା ମିଳିଛି । ଏଥିପାଇଁ ସମସ୍ତ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଁଞ୍ଚିଛି । ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା…

ରାଜଧାନୀ ପ୍ରତିଷ୍ଠା ଦିବସରେ ସମସ୍ତଙ୍କୁ ଡାକିଲ, ମୋର ଭୁଲ କ’ଣ? : ଅପରାଜିତା

ଭୁବନେଶ୍ୱର: ଆଜି ୭୪ ବର୍ଷରେ ପାଦ ଥାପିଛି ରାଜଧାନୀ ଭୁବନେଶ୍ୱର | ୭୪ ତମ ରାଜଧାନୀ ପ୍ରତିଷ୍ଠା ଦିବସରେ ଆଜି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଏଥିରେ ପୁଳା ପୁଳା ମନ୍ତ୍ରୀଙ୍କ ସହ ସଚିବମାନଙ୍କୁ ନିମନ୍ତ୍ରଣ କରାଯାଇଥିଲେ ବି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ…

ଯୋଡାରେ ଲାଗି ରହିଛି ଉତ୍ତେଜନା, ଉଭୟ ଗୋଷ୍ଠୀ ମଧ୍ୟରେ ପଥର ମାଡ ,୧୬ ପ୍ଲାଟୁନ ପୋଲିସ ଫୋର୍ସ ମୃତୟନ

କେନ୍ଦୁଝର : କେନ୍ଦୁଝର ଯୋଡାରେ ରାମ ନବମୀ ଝଣ୍ଡାକୁ ନେଇ ଆରମ୍ଭ ହୋଇଥିବା ବିବାଦ ଥମିବାରେ ନା ନେଉନି । ଗତକାଲି ରାତିରେ ଯୋଡାରେ ଉଭୟ ଗୋଷ୍ଠୀର ଲୋକମାନେ ପରଷ୍ପରକୁ ପଥର ଫିଙ୍ଗୁଥିବା ଘଟଣା ସାମ୍ନାକୁ ଆସିଛି ।ଏହି ଘଟଣାରେ ଜଣେ ଆହତ ହୋଇଛନ୍ତି । ଏନେଇ ଯୋଡା ବନେଇକଳା ରାସ୍ତା ଅବରୋଧ…

ନୂଆପଡାରେ ସିରିଜ ଦୁର୍ଘଟଣା , ୩ ଟି ଟ୍ରକ ଧକ୍କା , ୨ ଗୁରୁତର

ନୂଆପଡା : ନୂଆପଡାରେ ସିରିଜ ଦୁର୍ଘଟଣା । ନୂଆପଡା ଜାତୀୟ ରାଜପଥ ୩୫୩ ଝାଲକୁସୁମ ଛକରେ ସିରିଜ ଦୁର୍ଘଟଣା ଘଟିିଛିା ମାଲବାହୀ ଟ୍ରକ ବିରରୀତ ଦିଗରୁ ଦ୍ରୁତ ବେଗରେ ଆସୁଥିବା ଏକ ଟ୍ରକ ଧକ୍କା ହୋଇଥିଲା । ଫଳରେ ପାଖରେ ଥିବା ଆଉ ଏକ ଟ୍ରକ ମଧ୍ୟ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ଗୋଟିଏ…

ସାମ୍ବାଦିକଙ୍କୁ ନିର୍ଯାତନା ଘଟଣା: ଆଜି ନୀଳଗିରି ୧୨ଘଣ୍ଟିଆ ବନ୍ଦ ଡ଼ାକରା

ନୀଳଗିରି : ନୀଳଗିରି ୧୨ଘଣ୍ଟିଆ ବନ୍ଦ ଡ଼ାକରା । ବୁଧବାର ନୀଳଗିରି ୧୨ଘଣ୍ଟିଆ ବନ୍ଦ ଡ଼ାକରା । ସାମ୍ବାଦିକ ଲୋକନାଥ ଦଳେଇଙ୍କ ଗୋଡ଼ରେ ବେଡି ପକାଇ ପୋଲିସ ନିର୍ଯାତନା ଦେବା ଘଟଣାରେ ପ୍ରତିବାଦ । ଏଥିରେ ନୀଳଗିରିର ସମସ୍ତ ରାଜନୈତିକ ଦଳ, ଜନସାଧାରଣ, ସାମ୍ବାଦିକ ସାମିଲ ହୋଇଛନ୍ତି ।…

ରାଜଧାନୀ ପ୍ରତିଷ୍ଠା ଦିବସର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ପ୍ରତିଷ୍ଠା ଦିବସ । ୭୪ ତମ ପ୍ରତିଷ୍ଠା ଦିବସ ପାଳୁଛି ରାଜଧାନୀ ଭୁବନେଶ୍ବର । ୧୯୪୮ରେ ଏପ୍ରିଲ ୧୩ରେ ମନ୍ଦିର ମାଳିନୀ ସହର ଭୁବନେଶ୍ବର ଓଡ଼ିଶାର ରାଜଧାନୀ ହୋଇଥିଲା । ଏଭିତରେ ଅନେକ ବଦଳିଛି ଭୁବନେଶ୍ବର । ବିକାଶ ବହୁତ ଆଗକୁ ଯାଇଛି । ତଥାପି ଅନେକ…

ରାଜଧାନୀ ପ୍ରତିଷ୍ଠା ଦିବସ: ୭୪ ବର୍ଷରେ ରାଜଧାନୀ ଭୁବନେଶ୍ବର

ଭୁବନେଶ୍ୱର : ଓଡ଼ିଶାର ରାଜଧାନୀ ଭୁବନେଶ୍ବର ।  ଭୁବନେଶ୍ବରର ଇତିହାସ ୭୩ ବର୍ଷ ପୁରୁଣା। ୧୯୪୮ ମସିହା ଏପ୍ରିଲ ମାସ ୧୩ ତାରିଖ, ମହାବିଷୁବ ସ˚କ୍ରାନ୍ତି ଓଡ଼ିଆ ନବବର୍ଷ ଅବସରରେ ତତ୍‌କାଳୀନ ପ୍ରଧାନମନ୍ତ୍ରୀ ପଣ୍ତିତ ଜବାହରଲାଲ ନେହରୁ ଓଡ଼ିଶାର ନୂଆ ରାଜଧାନୀ ଭୁବନେଶ୍ବରଠାରେ ନିର୍ମାଣର…