ଢେଙ୍କାନାଳର ପୌରାଧ୍ୟକ୍ଷଙ୍କ ଘରକୁ ବୋମାମାଡ ଘଟଣା: ୨ ଅଭିଯୁକ୍ତ ଗିରଫ
ଢେଙ୍କାନାଳ : ଢେଙ୍କାନାଳ ଜିଲ୍ଲା ନବ ନିର୍ବାଚିତ ପୌରାଧ୍ୟକ୍ଷଙ୍କ ଘରେ ବୋମା ମାଡ ଘଟଣାରେ ଗିରଫ ହେଲେ ଅଭିଯୁକ୍ତ । ଘଟଣାରେ ସଂପୃକ୍ତ ଥିବା ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ଢେଙ୍କାନାଳ ଟାଉନ ଥାନା ପୋଲିସ । ଗଁଦିଆ ଆରଦା ଗାଁରୁ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ…