Latest Odisha News

BREAKING NEWS

[ଦେଖନ୍ତୁ ଭିଡିଓ] ଝୁମ୍ପୁଡି ଘରେ ବିଡ଼ା ବିଡ଼ା ଟଙ୍କା : କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱରଙ୍କ ଦ୍ୱିତୀୟ ପତ୍ନୀ ଗିରଫ

ଭୁବନେଶ୍ୱର : କୁବେର ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀ ଗିରଫ । ଏହି କୁବେର ଯନ୍ତ୍ରୀଙ୍କ ସମ୍ପତ୍ତି ଯେତେ ଖୋଳିଲେ ସେତେ ବାହାରୁଛି ।  ଶୁକ୍ରବାର ତାଙ୍କ ଦ୍ୱିତୀୟ ପତ୍ନୀଙ୍କ ଘରୁ ୨କୋଟିରୁ ଅଧିକ ଟଙ୍କା ଜବତ ହୋଇଥିଲା । ଆଜି ସକାଳେ ତାଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀ ଘରୁ…

[ଦେଖନ୍ତୁ ଭିଡିଓ] ଘର ଦୁଆର ମୁହଁରେ ପହଞ୍ଚିବ ସେବା, ଭୁବନେଶ୍ୱରର ବିକାଶ ଆମର ଲକ୍ଷ୍ୟ : ସୁଲୋଚନା

ଭୁବନେଶ୍ୱର: ଦୁଇ ମହିଳାଙ୍କ ହାତରେ ଭୁବନେଶ୍ୱର ଦାୟିତ୍ୱ । ଭୁବନେଶ୍ୱର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ । ପ୍ରଥମ ମହିଳା ମେୟର ଭାବେ ଶପଥ ଗ୍ରହଣ କରିଛନ୍ତି ସୁଲୋଚନା । ମେୟରଙ୍କ ସହିତ ଭୁବନେଶ୍ୱର ମହାନଗର ନିଗମର ୬୭  କର୍ପୋରେଟର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ତେବେ…

କମ୍ବିଂ ଅପରେସନ ପାଇଁ ଚାଲିଥିଲା ଟ୍ରେନିଂ: ଯବାନଙ୍କୁ କଚାଡି ଦେଲା ଦନ୍ତା,୬ ଗୁରୁତର

ବାରଙ୍ଗ: ଚନ୍ଦକା ଜଙ୍ଗଲରେ ଅଘଟଣ । ଟ୍ରେନିଂ ବେଳେ ହାତୀ କଲେ  ଆକ୍ରମଣ । ଏଥିରେ ୬ ଜଣ ଏସ୍‌ଓଜି ଯବାନ ଗୁରୁତର ହୋଇଛନ୍ତି  । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି । ଚନ୍ଦକା ଜଙ୍ଗଲ ଭିତରେ ଏସ୍‌ଓଜି ଯବାନମାନଙ୍କ ପକ୍ଷରୁ କମ୍ବିଂ ଅପରେସନ ଲାଗି ଟ୍ରେନିଂ ଚାଲିଥିଲା ।…

ଭୁବନେଶ୍ୱର ମହାନଗର ନିଗମର ଡେପୁଟି ମେୟର ପ୍ରାର୍ଥୀ ହେଲେ ମଞ୍ଜୁଲତା କହଁର

ଭୁବନେଶ୍ୱର  : ଭୁବନେଶ୍ୱର ମହାନଗର ନିଗମ ପାଇଁ ବଛା ହେଲେ ଡେପୁଟି ମେୟର । ଏହି ପଦବୀ ପାଇଁ ଅନେକ ଆଶାୟୀ ଲବି ଚଳାଇଥିଲେ ବି ସମସ୍ତଙ୍କୁ ଚମକାଇ ଡେପୁଟି ମେୟର ହୋଇଛନ୍ତି ୨୨ ନମ୍ବର ୱାର୍ଡର ମଞ୍ଜୁଲତା କହଁର । ୬୭ କର୍ପୋରେଟରଙ୍କ ମଧ୍ୟରୁ ୫୧ ଜଣ ବିଜେଡିର ହୋଇଥିବାରୁ ଡେପୁଟି ମେୟର ହେବା…

ମରିଚି କୁଣ୍ଡ ପାଣି: ୧ଲକ୍ଷ ୭୭ହଜାର ଟଙ୍କାରେ ନିଲାମ ହେଲା ୨ କଳସ

ଭୁବନେଶ୍ୱର : ସରିଛି ରୁକୁଣା ରଥ ପ୍ରତିଷ୍ଠା। ମହାଖଳାରେ ଠିଆ ହୋଇଥିବା ରଥରେନେତ ବନ୍ଧା ହେବା ସହିତ ମରୀଚି କୁଣ୍ଡର ଜଳରେ ପ୍ରତିଷ୍ଠା କରାଯାଇଛି। ଶନିବାର ବିଧି ଅନୁସାରେ ପୂଜାର୍ଚ୍ଚନା ହେବା ପରେ ରଥରେ ସଖି, ଘୋଡା ଯୋଚା ଯାଇଛି। ପବିତ୍ର ଅଶୋକାଷ୍ଟମୀରେ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା…

BMCର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ

ଭୁବନେଶ୍ୱର : ଭୁବନେଶ୍ୱର ମେୟର ଭାବେ ଶପଥ ନେଲେ ସୁଲୋଚନା ଦାସ । ପ୍ରଥମ ମହିଳା ମେୟର ଭାବେ ଶପଥ ଗ୍ରହଣ କରିଛନ୍ତି ସୁଲୋଚନା । ମେୟରଙ୍କ ସହିତ ଭୁବନେଶ୍ୱର ମହାନଗର ନିଗମର ୬୭ କର୍ପୋରେଟର ମଧ୍ୟ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି ସମସ୍ତ ଜନପ୍ରତିନିଧିଙ୍କ  ଶପଥଗ୍ରହଣ ଉତ୍ସବ ବିଏମସି…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା: ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପଶ୍ଚିମ ଓଡ଼ିଶା‌ରେ ଏବେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆସନ୍ତା ରବିବାର କେତେକ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି । ଏହାସହ…

ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଗଡିବ ରୁକୁଣା ରଥ: ଅପରାହ୍ନ ୩ଟାରୁ ଆରମ୍ଭ ହେବ ରଥ ଟଣା

ଭୁବନେଶ୍ୱର : ଆଜି ମହାପ୍ରଭୁ ଲିଙ୍ଗରାଜଙ୍କ ଗଡିବ ରୁକୁଣା ରଥ । ଅପରାହ୍ଣ ସାଢ଼େ ୩ଟାରେ ରଥ ଟଣା ହେବ ବୋଲି ନୀତି ନିର୍ଘଣ୍ଟ କରାଯାଇଛି । ଭୋର୍‌ ୫ଟାରେ ଠାକୁରଙ୍କ ଆଳତି ଅବକାଶ ନୀତି ସମ୍ପନ୍ନ ହେବା ପରେ ସାଢ଼େ ୫ଟାରୁ ଘଣ୍ଟାଏ ପର୍ଯ୍ୟନ୍ତ ଠାକୁରଙ୍କ ସାହାଣ ମେଲା ହୋଇଛି । ଏହାପରେ ରୋଷହୋମ,…

ଗିରଫ ଭୟରେ ଶାଳୀଙ୍କୁ ସୁନା ଅଳଙ୍କାର ଦେଇଦେଇଥିଲେ କୋଟିପତି ଯନ୍ତ୍ରୀ

ଭୁବନେଶ୍ବର: ଗିରଫ ହୋଇ ଜେଲ୍ ଯାଇଥିବା ଭଞ୍ଜନଗରର କୋଟିପତି ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଦ୍ୱିତୀୟ ପତ୍ନୀଙ୍କ ଭଉଣୀଙ୍କ ଘରୁ ଆଜି ସକାଳେ ୧.୪୧ କୋଟି ଟଙ୍କା ଠାବ କରିଛି ଭିଜିଲାନ୍ସ। ଭୁବନେଶ୍ୱର ସାଲିଆ ସାହିରେ ରହୁଥିବା ଦ୍ବିତୀୟ ପତ୍ନୀ କଳ୍ପନା ପ୍ରଧାନଙ୍କ ଭଉଣୀଙ୍କ ଏକ…

ଅଶୋକାଷ୍ଟମୀ

ସୁକାନ୍ତ ପଣ୍ଡା  ହିନ୍ଦୁ ଧର୍ମୀୟ ପରମ୍ପରାରେ ରଥଯାତ୍ରା ଏକ ଅନନ୍ୟ ଉତ୍ସବ। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ସାରା ବିଶ୍ବର ଏକ ପ୍ରମୁଖ ଲୋକପ୍ରିୟ ଧର୍ମୀୟ ଉତ୍ସବ ବୋଲି କହିଲେ ଅତ୍ୟୁକ୍ତି ହେବ ନାହିଁ। ଆମ ଦେଶର ଅନେକ ଭାଗରେ ବିଶେଷତଃ ଦକ୍ଷିଣାଞ୍ଚଳ ରାଜ୍ୟ ମାନଙ୍କର ଅନେକ…