Latest Odisha News

BREAKING NEWS

ହିନ୍ଦୀ ଜାତୀୟ ଭାଷା ନୁହେଁ କି ସଂଯୋଗୀକରଣ ଭାଷା ମଧ୍ୟ ନୁହେଁ: ସିଦ୍ଧାରମେୟା

ବେଙ୍ଗାଲୁରୁ: ହିନ୍ଦୀକୁ ଇଂରାଜୀର ବିକଳ୍ପ ଭାଷା ରୂପେ ବ୍ୟବହାର କରାଯାଉ । ଗୃହମନ୍ତ୍ରୀ ଅମିତ ଶାହା ଏହି ମନ୍ତବ୍ୟ ଦେବା ପରେ ଚାରିଆଡ଼ୁ ତୀବ୍ର ପ୍ରତିକ୍ରିୟା ଶୁଣିବାକୁ ମିଳିଛି । ଦେଶ ସାରାରୁ ବିରୋଧୀ ସମାଲୋଚନା ତ କରିଛନ୍ତି । ଭାଷାବିତ୍ ମାନେ ମଧ୍ୟ କଟୁ ସମାଲୋଚନା କରିଛନ୍ତି । ସେପଟେ…

ଶ୍ରୀଲଙ୍କାରେ ଭାରତୀୟ ହାଇ କମିଶନ ଦେଲେ ଇଫତାର ପାର୍ଟି, କହିଲେ ଭାରତର ସାହାଯ୍ୟ ଚାଲୁ ରହିବ

କଲମ୍ବୋ: ଅତି ଘଡ଼ିସନ୍ଧି ବେଳରେ ଗତି କରୁଛି ଶ୍ରୀଲଙ୍କା । ଅଭାବ ଅନଟନ ପାଇଁ ସରକାର ତ ସରକାର ପୁରା ଦେଶ ଦୋହଲିଗଲା । ବିଭିନ୍ନ ବନ୍ଧୁ ଦେଶ ସାହାଯ୍ୟ କରୁଥିବା ବେଳେ, ଭାରତ ବଡ଼ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେଇଛି । ଲାଇନ ଅଫ କ୍ରେଡିଟ ଜରିଆରେ ସମସ୍ତ ସାହାଯ୍ୟ କରୁଛି । ଶୁକ୍ରବାର…

ଛାତ୍ରଛାତ୍ରୀଙ୍କୁ ଆକୃଷ୍ଟ କରିବ ମାଇଣ୍ଡ ୱାରସ

ଭୁବନେଶ୍ୱର : ଓଡ଼ିଶାର ସରକାରୀ ଓ ବେସରକାରୀ ବିଦ୍ୟାଳୟ ସମେତ ପ୍ରାୟ ୬୪,୦୦୦ରୁ ଅଧିକ ବିଦ୍ୟାଳୟକୁ ପରିଚାଳନା କରୁଥିବା ଓସେପା ‘ମାଇଣ୍ଡ ୱାରସ’ ସହଯୋଗିତାରେ ବିଭିନ୍ନ ଶିକ୍ଷା କାର୍ଯ୍ୟକ୍ରମ ପରିଚାଳନା କରିବାକୁ ନିଷ୍ପତ୍ତି ନେଇଛି। ଜିଇ ଏଣ୍ଟରଟେନ୍‌ମେଣ୍ଟ ଏଣ୍ଟରପ୍ରାଇଜେସ ଲିମିଟେଡର…

ବରଗଡ଼ରୁ ସର୍ବାଧିକ ୬ ଲକ୍ଷ ୧୪ ହଜାର ୧୦୨ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ

ଭୁବନେଶ୍ୱର : ରାଜ୍ୟରେ ୨୦୨୨ ମାର୍ଚ୍ଚ ୩୧ ତାରିଖରେ ଖରିଫ ଧାନ ସଂଗ୍ରହରେ ମୋଟ ୫୭ ଲକ୍ଷ ୨୨ ହଜାର ୩୦୪ ମେଟ୍ରିକ୍‌ ଟନ ଧାନ ସଂଗ୍ରହ ହୋଇଛି । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ୧୧ ହଜାର ୧୦୧ କୋଟି ୨୭ ଲକ୍ଷ ଟଙ୍କାର ଖରିଫ ଧାନସଂଗ୍ରହ କରାଯାଇଛି । ମୋଟ ୧୨ ଲକ୍ଷ ୯୨ ହଜାର ୭୩୨…

ଏୟାରପୋର୍ଟରେ ନିଜ ଉତ୍ପାଦ ବିକିବେ ଏସଏଚଜି ମହିଳା

ଭୁବନେଶ୍ୱର: ସ୍ୱୟଂ ସହାୟକ ଗୋଷ୍ଠୀ ମାନେ ଏବେ ଏୟାରପୋର୍ଟରେ ବିକିବେ ନିଜ ଉତ୍ପାଦ । ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆ ଅବସର ନାମରେ ଏକ ନୂଆ ଯୋଜନା ଆରମ୍ଭ କରିଛନ୍ତି । ଏହି ଯୋଜନାରେ ଦେଶର ବିଭିନ୍ନ ଏୟାରପୋର୍ଟରେ ସ୍ଥାନୀଏ ଏସଏଚଜିମାନେ ତାଙ୍କର ଉତ୍ପାଦ ବିକିବାକୁ ସକ୍ଷମ ହେବେ ।…

ସିଙ୍ଗଲ ୱିଣ୍ଡୋ ବ୍ୟବସ୍ଥାରେ ପିଏସୟୁ ଫେରେଇବେ ଖଣି, ଲାଗିବନି ଜରିମନା

ନୂଆଦିଲ୍ଲୀ: ପିଏସୟୁ ମାନଙ୍କ ନିକଟରେ ଥିବା ଖଣି ଲିଜକୁ ଫେରେଇବା ପାଇଁ ସିଙ୍ଗଲ ୱିଣ୍ଡୋ ବ୍ୟବସ୍ଥାର ଆବଶ୍ୟକତାକୁ ଶୁକ୍ରବାର କେନ୍ଦ୍ର କ୍ୟାବିନେଟ କମିଟି ଅନୁମୋଦନ ଦେଇଛି । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା । କେନ୍ଦ୍ରୀୟ ଓ ରାଜ୍ୟ ପିଏସୟୁ ମାନଙ୍କ ନିକଟରେ ଥିବା ଅଚଳ…

ପାକିସ୍ତାନୀ ଆତଙ୍କୀ ହାଫିଜଙ୍କୁ ୩୧ ବର୍ଷ ଜେଲ

ନୂଆଦିଲ୍ଲୀ: ମୁମ୍ବାଇ ୨୬/୧୧ ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ତଥା ପାକିସ୍ତାନୀ ଆତଙ୍କୀ ହାଫିଜ ସଇଦକୁ ୩୧ ବର୍ଷ ଜେଲ ଦଣ୍ଡାଦେଶ ମିଳିଛି । ପାକିସ୍ତାନ ଆତଙ୍କବାଦୀ ନିରୋଧୀ କୋର୍ଟ ଏହି ଦଣ୍ଡାଦେଶ ଶୁଣାଇଛନ୍ତି । ଆତଙ୍କବାଦୀ ସଂଗଠନକୁ ଫଣ୍ଡିଂ କରିବା ଅଭିଯୋଗ ମଧ୍ୟ ତାଙ୍କ ନାମରେ ଥିଲା ।…

[ଦେଖନ୍ତୁ ଭିଡିଓ] ହୃଦୟକୁ ଛୁଇଁଲା ମାଆ ଗୁଣ୍ଡୁଚିର ଅନାବିଳ ପ୍ରେମ

ଭୁବନେଶ୍ୱର : ମାଆର ସ୍ନେହ ସବୁବେଳେ ତାର ପିଲାଙ୍କ ପାଇଁ ରହିଥାଏ। କେବଳ ମଣିଷ ନୁହେଁ ପଶୁ ହେଉ କି ପକ୍ଷୀ। ମାତୃତ୍ୱର ଅନାବିଳ ପ୍ରେମ ନିଜ ପିଲାମାନଙ୍କ ପାଇଁ ସବୁବେଳେ ରହିଆସିଛି। ଏମିତି ଏକ ହୃଦୟକୁ ଛୁଇଁଲାଭଳି ଭିଡ଼ିଓ ସାମନାକୁ ଆସିଛି । ଭୁବନେଶ୍ୱର ବାଳକାଟିର ବସନ୍ତପେଡି ଗାଁରେ ଏଭଳି…

ଭୁବନେଶ୍ୱର ନିଉ ଷ୍ଟେସନରେ ୪ଟି ଟ୍ରେନ୍ ପାଇଁ ଅତିରିକ୍ତ ରହଣି

ଭୁବନେଶ୍ବର: ଭୁବନେଶ୍ୱର ନିଉ ଷ୍ଟେସନରେ ୪ଟି ଟ୍ରେନ୍ ପାଇଁ ଅତିରିକ୍ତ ରହଣି  । ଯାତ୍ରୀମାନଙ୍କ ସୁବିଧା ପାଇଁ  ଭୁବନେଶ୍ୱର ନୂତନ ଷ୍ଟେସନରେ ପର୍ଯ୍ୟାୟକ୍ରମେ ଚାରି ଯୋଡ଼ା ଟ୍ରେନର ରହଣି କରିବାକୁ ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଚଳାଚଳ କରୁଥିବା ଦୁଇଟି…

ଫସିଗଲେ ଇମ୍ରାନ, ଦେଶଦ୍ରୋହୀ ପ୍ରମାଣିତ ହେଲେ ପାଇବେ ମୃତ୍ୟୁଦଣ୍ଡ !

ଇସଲାମାବଦ: ପାକିସ୍ତାନର କଳୁଷିତ ରାଜନୀତିରେ ପଶି ଇମ୍ରାନ ଖାଁ ନିଜ ଗୋଡରେ ନିଜେ କୁରାଢ଼ୀ ମାରିଛନ୍ତି । ସୁପ୍ରିମ କୋର୍ଟ ଇମ୍ରାନ ନିୟମ ଭାଙ୍ଗିଛନ୍ତି ବୋଲି ପରୋକ୍ଷରେ ତାଙ୍କ ଶୁଣାଣୀରେ କହିଛନ୍ତି । ଏହା ସହିତ ସ୍ପିକରଙ୍କ ନିଷ୍ପତି ଅସାମ୍ବିଧାନିକ ବୋଲି କୁହାଯାଇଛି । ଏଥିରେ ଇମ୍ରାନ ଦୋଷୀ…