ଦିଲ୍ଲୀରେ ପୁଣି ଶସ୍ତା ହେଲା ମଦ , କାଉଣ୍ଟର ଆଗରେ ପ୍ରବଳ ଭିଡ
ଦିଲ୍ଲୀ : ଦିଲ୍ଲୀରେ ଶସ୍ତା ହେଲା ମଦ । ମଦରେ ଗ୍ରାହକଙ୍କୁ ମିଳିବ ରିହାତି । ପ୍ରାୟ ୨୫ ପ୍ରତିଶତ ରିହାତି ପାଇବେ ଗ୍ରାହକ । ବିକ୍ରି କରୁଥିବା ଦୋକାନୀ ଗ୍ରାହକଙ୍କୁ ୨୫ ପ୍ରତିଶତ ରିହାତି ଦେବାପାଇଁ ଦିଲ୍ଲୀ ସରକାରଙ୍କ ଏକ୍ସାଇଜ ବିଭାଗ ଅନୁମୋଦନ କରିଛି । ମଦ ଶସ୍ତା ହେବା ପରେ ବିଭିନ୍ନ ଗଳି…