ଓଡିଶା ଜାତୀୟ ରାଜପଥ ସମ୍ପ୍ରସାରଣ ପାଇଁ ୮୨୨.୬୨ କୋଟି ଟଙ୍କା ମଞ୍ଜୁର କଲା କେନ୍ଦ୍ର
ଦିଲ୍ଲୀ : କେନ୍ଦ୍ର ସରକାରଙ୍କ ଓଡିଶା ପାଇଁ ବଡ ଘୋଷଣା । ଦୁଇଟି ଜାତୀୟ ରାଜପଥ ସମ୍ପ୍ରସାରଣ ଏବଂ ମଜବୁତ କରିବା ପାଇଁ କେନ୍ଦ୍ର ସରକାର ୮୨୨.୬୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । କେନ୍ଦ୍ର ଷଡକ ପରିବହନ ମନ୍ତ୍ରୀ ନିତୀନ ଗଡ଼କରୀ ଶନିବାର ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି ।
ନିତୀନ…