Latest Odisha News

BREAKING NEWS

ସମିତି ସଭ୍ୟଙ୍କୁ ଅଟକ ରଖିବା ଅଭିଯୋଗକୁ ଖଣ୍ଡନ କଲେ ଛତ୍ରପୁର ଏସଡିପିଓ

ଖଲ୍ଲିକୋଟ : ହୋଟେଲରେ ସମିତି ସଭ୍ୟଙ୍କୁ ଅଟକ ରଖିବା ପ୍ରସଙ୍ଗ । ପ୍ରତିକ୍ରିୟା ରଖି ଅଭିଯୋଗକୁ ଖଣ୍ଡନ କଲେ ଛତ୍ରପୁର ଏସଡିପିଓ । କହିଲେ ସମିତି ସଭ୍ୟଙ୍କ ସୁରକ୍ଷା ପାଇଁ ପୋଲିସ ସଜାଗ ଥିଲେ । ସେମାନଙ୍କୁ ଅଟକ ରଖାଯାଇନି । ମାତ୍ର ଏପଟେ ସମିତି ସଭ୍ୟ ମାନେ ସେମାନଙ୍କୁ ଅଟକ ରଖାଯାଇଥିବା…

ନୂତନ ଅବକାରୀ ନୀତି : ବିଦେଶୀ ମଦ ଉପରୁ ଶୁଳ୍କ ହ୍ରାସ

ଭୁବନେଶ୍ୱର: ଲାଗୁ ହେଲା ନୂଆ ଅବକାରୀ ନୀତି । ଏଣିକି ଠାକୁର କିମ୍ବା ବିଶିଷ୍ଟ ବ୍ୟକ୍ତିଙ୍କ ନାମ ମଦ ଦୋକାନରେ ରହି ପାରିବନି  ରାଜ୍ୟରେ ଖୁବଶୀଘ୍ର ଶସ୍ତା ହେବାକୁ ଯାଉଛି ମଦ । ନୂତନ ଅବକାରୀ ନୀତି ଅନୁଯାୟୀ ରାଜ୍ୟ ସରକାର ବିଦେଶରେ ତିଆରି ହେଉଥିବା ବିଦେଶୀ ମଦ ଉପରୁ ଶୁଳ୍କ ହ୍ରାସ କରିଛନ୍ତି…

ମାନସ ସ୍ୱାଇଁ ହତ୍ୟାକାଣ୍ଡ ମାମଲା, ଆଜି ସରୁଛି ସମସ୍ତ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି

କଟକ : ମାନସ ସ୍ବାଇଁ ହତ୍ୟାକାଣ୍ଡ ମାମଲା ।  ମାମଲାରେ ଅଭିଯୁକ୍ତଙ୍କ ରିମାଣ୍ଡର ଆଜି ଶେଷ ଦିନ । ରିମାଣ୍ଡ ସମୟରେ ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କଠାରୁ ଅନେକ ତଥ୍ୟ ଖୁଲାସା କରିଛି କ୍ରାଇମବ୍ରାଞ୍ଚ । ହତ୍ୟାକାଣ୍ଡ ସ୍ଥାନ ଦୟାଲ ଆଶ୍ରମରୁ ଶବ ପୋତିବା ସ୍ଥାନ ରଣପୁରର ବଧିପାଟଣାକୁ…

ଅବସରପ୍ରାପ୍ତ ଅଧ୍ୟାପକଙ୍କୁ ହତ୍ୟା, ପତ୍ନୀଙ୍କ ଅବସ୍ଥା ଗୁରୁତର

ସୋର (ବାଲଶ୍ୱର): ଅବସରପ୍ରାପ୍ତ ଅଧ୍ୟାପକଙ୍କୁ ହତ୍ୟା ଅଭିଯୋଗ । ବିଲ ଭିତରୁ ମିଳିଲା କ୍ଷତାକ୍ତ ମୃତଦେହ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ବାଲିଖଣ୍ଡ ବଜାର ନିକଟରେ ବିଲ ଭିତରୁ ମିଳିଛି ମୃତଦେହ । ମୃତକଙ୍କ ନାଁ ଆନନ୍ଦ ବିହାରୀ ପତ୍ରୀ । ତାଙ୍କ ପତ୍ନୀ ସନ୍ଧ୍ୟାରାଣୀ ପତ୍ରୀଙ୍କୁ ଗୁରୁତର…

ଆଜିଠୁ ରାଜ୍ୟରେ ସକାଳୁଆ ସ୍କୁଲ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହକ ଦୃଷ୍ଟିରେ ରଖି ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ସକାଳୁଆ ସ୍କୁଲ । ସକାଳ ସାଢ଼େ ୬ଟାରୁ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଠପଢ଼ା ଆରମ୍ଭ ହୋଇଛି । ସେହିପରି ସକାଳ ୭ଟାରୁ ସାଢ଼େ ୧୧ଟା ଯାଏ ନବମରୁ ଦ୍ୱାଦଶ ଶ୍ରେଣୀ କ୍ଲାସ୍ ଚାଲିଛି । ଖରା ବଢୁଥିବାରୁ ସକାଳୁଆ…

ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ନିୟନ୍ତ୍ରିତ ବଜାର ପରିଷଦ ସମ୍ପାଦକ । ସୁନ୍ଦରଗଡ଼ ଜିଲ୍ଲା ସର୍ଗିପାଲି ନିୟନ୍ତ୍ରିତ ବଜାର ପରିଷଦ(ଆରଏମସି) କୋପରେଟିଭ୍ ଇନିସପେକ୍ଟର ବନମାଳୀ ନାଏକଙ୍କ ଘରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାରେ ତାଙ୍କ ଘର, ଅଫିସ…

ଜିନ୍ଦଲ୍ ଷ୍ଟିଲ ଏଣ୍ଡ ପାୱାରକୁ ମିଳିଲା ଓଡିଶାର ଉତ୍କଳ ବି-୧ ଓ ବି-୨ କୋଇଲା ବ୍ଲକ

ଭୁବନେଶ୍ବର : ଗତକାଲି ଅନୁଷ୍ଠିତ କୋଇଲା ଖଣି ନିଲାମ ପ୍ରକ୍ରିୟାରେ ଶ୍ରୀ ନବୀନ ଜିନ୍ଦଲ୍ ନେତୃତ୍ଵାଧୀନ ଜିନ୍ଦଲ୍ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ଓଡିଶାର ଅନୁଗୁଳ-ତାଳଚେର କୋଇଲା ଅଂଚଳର ଉତ୍କଳ ବି-୧ ଓ ବି-୨ କୋଇଲା ବ୍ଲକକୁ ନିଲାମ ନେବାରେ ସଫଳ ହୋଇଛି । ସବୁଜ ଇସ୍ପାତ ଉତ୍ପାଦନ ମାଧ୍ୟମରେ…

ଏମ୍‌ସିଏଲ୍‌ର ବାର୍ଷିକ ସାମ୍ବାଦିକ ସମ୍ମିଳନୀ, କୋଇଲା ଉତ୍ପାଦନ ଓ ଉତ୍ତୋଳନରେ ଐତିହାସିକ ଅଭିବୃଦ୍ଧି

ଭୁବନେଶ୍ୱର: ମହାନଦୀ କୋଲ୍ ଫିଲ୍ଡସ ଲିମିଟେଡ଼ (ଏମ୍‌ସିଏଲ୍‌) ଏହାର ଉତ୍ପାଦନ ଓ ଡେସ୍‌ପ୍ୟାଚ୍ କ୍ଷେତ୍ରରେ ସର୍ବକାଳୀନ ରେକର୍ଡ଼ ହାସଲ କରି ୨୦୨୧-୨୨ ଆର୍ଥିକ ବର୍ଷ ସମାପ୍ତ କରିଛି । କମ୍ପାନୀ ୨୦୨୦-୨୧ ଆର୍ଥିକ ବର୍ଷ ତୁଳନାରେ ୧୪% ଅଭିବୃଦ୍ଧି କରି ୧୬୮ ମିଲିୟନ ଟନ୍ କୋଇଲା ଉତ୍ପାଦନ କରି…

ସିକେ ନାୟୁଡୁ ଟ୍ରଫି: ସୌରଭଙ୍କୁ ୭ ୱିକେଟ, ମଧ୍ୟପ୍ରଦେଶକୁ ହରାଇଲା ଓଡିଶା

ଭୁବନେଶ୍ୱର: ତ୍ରିଭେନ୍ଦ୍ରମରେ ଅନୁଷ୍ଠିତ ସିକେ ନାୟୁଡୁ ଟ୍ରଫିର ଏକ ମୁକାବିଲାରେ ଓଡିଶା କ୍ରିକେଟ ଟିମ ୬ ୱିକେଟରେ ମଧ୍ୟପ୍ରଦେଶକୁ ପରାସ୍ତ କରିଛି । ଝାଡଖଣ୍ଡ ନିକଟରୁ ହାରିବା ପରେ ନକଆଉଟରେ ପ୍ରବେଶ ପାଇଁ ଓଡିଶାକୁ ଏହି ମ୍ୟାଚରେ ବିଜୟ ହାସଲ ଜରୁରୀ ଥିଲା । ବାମହାତୀ ସ୍ପିନର ସୌରଭ…

ସ୍ବର୍ଗଦ୍ବାର ନିକଟରେ ଖୋଲିଲା ଶୁଦ୍ଧ ନିରାମିଷ କାଫଟେରିଆ

ପୁରୀ : ବଦଳିଛି ସ୍ୱର୍ଗଦ୍ୱାରର ଚିତ୍ର । ଆଗଭଳି ଆଉ ସଙ୍କୁଚିତ ହୋଇ ରହିନାହିଁ ପୁରୀ ସ୍ୱର୍ଗଦ୍ୱାର । ନିଜର ପ୍ରିୟଜନ ମାନଙ୍କ ଅନ୍ତିମ ସଂସ୍କାର କରିବା ପାଇଁ ସ୍ୱର୍ଗଦ୍ୱାର ଆସୁଥିବା ଶବକୁ ସମ୍ମାନ, ସ୍ୱେଚ୍ଛାସେବୀ ମୁତୟନ, ପାନୀୟ ଜଳ, କାଠ ବୋହିବା ପାଇଁ ଗାଡି, ସିସିଟିଭି ସହ ବିଶ୍ରାମ ଗୃହର…