[ଦେଖନ୍ତୁ ଭିଡିଓ] ବାଲୁକା କଳାରେ ଉତ୍କଳ ଦିବସ ଶୁଭେଚ୍ଛା
ପୁରୀ : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଉତ୍କଳ ଦିବସ ପାଳନ ହେଉଛି । ଓଡ଼ିଶା ଗଠନର ବରପୁତ୍ରଙ୍କୁ ସମସ୍ତେ ମନେ ପକାଉଛନ୍ତି । ସେହିଭଳି ଉତ୍କଳ ଦିବସ ଉପଲକ୍ଷେ ବେଳାଭୂମିରେ ବାଲୁକା କଳାମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ଲାଇଟ ହାଉସ ନିକଟସ୍ଥ…