ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶାଶୁ ବୋହୁଙ୍କୁ ଗଳାକାଟି ହତ୍ୟା
ବଲାଙ୍ଗୀର : ବଲାଙ୍ଗୀରରେ ଚାଞ୍ଚଲ୍ୟ। ଡବଲ ମର୍ଡ଼ର ନେଇ ଆତଙ୍କିତ ହୋଇପଡ଼ିଛନ୍ତି ଲୋକେ। ତୁଷୁରା ଥାନା ନୂଆପଡ଼ାରେ ଶାଶୁ ବୋହୁଙ୍କୁ ଗଳାକାଟି ହତ୍ୟା କରିଛନ୍ତି ଦୁର୍ବୃତ୍ତ ମାନେ। ମୃତକ ଦୁଇଜଣ ହେଲେ ବୋହୁ ଅମ୍ବିକା ମେହେର ଓ ଶାଶୁ ପ୍ରେମଶିଳା ମେହେର।
ଘରେ ଶାଶୁବୋହୁ ଏକାକି ଥିବା ବେଳେ…