ଜେଏସଡବ୍ଲୁ ପକ୍ଷରୁ ଢ଼ିଙ୍କିଆରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର , ୫୫୦ରୁ ଉର୍ଦ୍ଧ ଲୋକ ଚକ୍ଷୁ ପରୀକ୍ଷା କଲେ
ପାରାଦୀପ : ଜେ ଏସ ଡ ବ୍ଲୁ ଫାଉଣ୍ଡେସନ ପକ୍ଷରୁ ଢ଼ିଙ୍କିଆ ପଞ୍ଚାୟତରେ ମାଗଣା ଚକ୍ଷୁ ଚିକିତ୍ସା ଶିବିର କରାଯାଇଛି ।ପାରାଦୀପ ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ ଏରସମା ବ୍ଲକ ଅନ୍ତର୍ଗତ ଢ଼ିଙ୍କିଆ ନୂଆଗାଁ ଏବଂ ଗଡ଼କୁଜଙ୍ଗ ପଞ୍ଚାୟତରେ ହେବାକୁ ଥିବା ଜେ ଏସ ଡ ବ୍ଲୁ ପ୍ରକଳ୍ପ ପ୍ରସ୍ତାବିତ…