Latest Odisha News

BREAKING NEWS

ବିଶ୍ୱ ନାଟକ ଦିବସରେ ପଦେ

ବିଶ୍ୱ ନାଟକ ଦିବସ ଅବସରରେ ନାଟ୍ୟକାର ମୁକୁନ୍ଦ ଶତପଥୀଙ୍କର ସ୍ୱତନ୍ତ୍ର ଆଲେଖ୍ୟ  ସୃଷ୍ଟି ଆରମ୍ଭରୁ କ୍ରମ ବିବର୍ତ୍ତନ ଧାରାରେ ବିବର୍ତ୍ତିତ ମଣିଷ କଥା କହି ପାରୁ ନଥିଲା ବେଳେ ନିଜକୁ ପ୍ରକାଶ କରିବାକୁ ଯେ କି କଷ୍ଟ ଆପଣେଇଥିବ ତାହା ଅନୁମେୟ। ନିଜର ମନୋଭାବକୁ ପ୍ରକାଶ କରିବାକୁ ସେ…

ପୁରୀର ବହୁ ଚର୍ଚ୍ଚିତ କୃଷ୍ଣ ପ୍ରତିହାରୀ ମାମଲା: ୨ ଅଭିଯୁକ୍ତଙ୍କ ସିନ୍ ରିକ୍ରିଏସନ୍

ପୁରୀ: ପୁରୀର ବହୁ ଚର୍ଚ୍ଚିତ କୃଷ୍ଣ ପ୍ରତିହାରୀ ମାମଲାରେ ଅହୁରି ଖୋଳତାଡ କରୁଛି ପୋଲିସ୍ । ଆଜି ଆଉ ଅଭିଯୁକ୍ତଙ୍କୁ ନେଇ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏନ୍ କରାଯାଇଛି । ଗତକାଲି ଘଟଣାର ମୁଖ୍ୟ ଅଭିଯୁକ୍ତ କୁନମୁନ୍ ଓ ଟୁଟୁକୁ ନେଇ ସିନ୍ ରିକ୍ରିଏସନ୍ କରାଯାଇଥିବାବେଳେ ଆଉ ଆଉ ୨ ଅଭିଯୁକ୍ତ…

ଚିତ୍ତୋରରେ ଭୟଙ୍କର ବସ୍ ଦୁର୍ଘଟଣା : ଖାଲରେ ପଡ଼ି ୭ ମୃତ, ୪୫ ଗୁରୁତର

ଆନ୍ଧ୍ରପ୍ରଦେଶ  : ଆନ୍ଧ୍ରପ୍ରଦେଶ ଚିତ୍ତୋରରେ ଶନିବାର ମଧ୍ୟରାତିରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି । ଏକ ବସ୍ ଗଭୀର ଖାଲ ମଧ୍ୟକୁ ଖସିପଡିବାରୁ ୭ଜଣଙ୍କର ମୃତ୍ୟୁ ହେବା ସହ ୪୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି ।ଏମାନଙ୍କ ମଧ୍ୟରେ କିଛି ଯାତ୍ରୀଙ୍କ ଅବସ୍ଥା ଅତି ସଙ୍କଟାପନ୍ନ ଥିବା…

ମନ୍ କି ବାତ କାର୍ଯ୍ୟକ୍ରମରେ ଆତ୍ମନିର୍ଭର ଭାରତକୁ ନେଇ ପ୍ରଧାନମନ୍ତ୍ରୀ ମୋଦି

ଦିଲ୍ଲୀ:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରାୟୋଜିତ ରେଡିଓ କାର୍ଯ୍ୟକ୍ରମ ମନ କି ବାତର ୮୭ ତମ ସଂସ୍କରରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଭାରତ ତରଫରୁ କରାଯାଉଥିବା ରପ୍ତାନୀ ଓ ଅନ୍ୟ ମୁଦ୍ଦା ଉପରେ ଆଲୋଚନା କରିଛନ୍ତି ।…

ବାରୁଦ ଗଦାରେ ପଶ୍ଚିମବଙ୍ଗ: ୨୪ ଘଂଟାରେ ମିଳିଲାଣି ୩୫୦ରୁ ଅଧିକ ଜୀବନ୍ତ ବୋମା

ବୀରଭୂମି: ବାରୁଦ ଗଦାରେ ଛିଡା ହୋଇଛି ପଶ୍ଚିମବଙ୍ଗ । ବୀରଭୂମି ହିଂସା ପରେ ତଦନ୍ତ କରୁଥିବା ପୋଲିସ ଆଶ୍ଚର୍ଯ୍ୟଚକିତ ହୋଇଛି । ଚକିତ ହେବାର ମୁଖ୍ୟ କାରଣ ହେଲା ୨୪ ଘଂଟା ମଧ୍ୟରେ ୩୫୦ରୁ ଅଧିକ ଜୀବନ୍ତ ବୋମା ପୋଲିସ ଜବତ କରିସାରିଛି । ବୀରଭୂମି ହିଂସା ପରେ ବିଭିନ୍ନ ମହଲରେ ରାଜ୍ୟ ସରକାରଙ୍କୁ…

କ୍ୟାମରାପର୍ସନ ମାନସ ସ୍ୱାଇଁ ହତ୍ୟା ଘଟଣା: ଦୟାଲ ଆଶ୍ରମରେ କ୍ରାଇମବ୍ରାଞ୍ଚର ତନାଘନା

ଭୁବନେଶ୍ୱର : କ୍ୟାମେରାପର୍ସନ ମାନସ ସ୍ୱାଇଁ ହତ୍ୟା ମାମଲା । ମାମଲାରେ ଆଜି ଭୁବନେଶ୍ୱର ସ୍ଥିତ ଦୟାଲ ଆଶ୍ରମରେ ପହଞ୍ଚିଛି କ୍ରାଇମବ୍ରାଞ୍ଚ ଟିମ୍ । ଡିଏସପି କଳ୍ପନା ସାହୁଙ୍କ ତତ୍ତ୍ୱାବଧାନରେ ୫ଜଣିଆ ତଦନ୍ତ ଟିମ ସେଠାରେ ପହଞ୍ଚି ତନାଘନା ଆରମ୍ଭ କରିଛି । ଆଜିର ତଦନ୍ତରେ ଆଶ୍ରମରେ ରହୁଥିବା…

ନୂଆଦିଲ୍ଲୀରେ ଉଦଘାଟିତ ହେଲା ଓଡ଼ିଶା ପର୍ବ-୨୦୨୨

ଦିଲ୍ଲୀ: ନୂଆଦିଲ୍ଲୀଠାରେ ଓଡିଶା ପର୍ବ-୨୦୨୨ ଉଦଘାଟିତ ହୋଇଯାଇଛି । ଓଡ଼ିଶା ସମାଜ ପକ୍ଷରୁ ଆୟୋଜିତ ଓଡିଶା ପର୍ବ-୨୦୨୨କୁ ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭର୍ଚୁଆଲ ମୋଡରେ ଏଥିରେ ଯୋଡି ହୋଇଛନ୍ତି ଦେଶର ବିଭିନ୍ନ ସ୍ଥାନ ତଥା ବିଦେଶରେ ରହୁଥିବା ପ୍ରବାସୀ ଓଡ଼ିଆ ।…

ପୌର ଲଢ଼େଇରେ ଶଙ୍ଖନାଦ: ଉପକୂଳର ୯ ଜିଲ୍ଲାରେ ବିଜେଡିକୁ ୭୭% ସଫଳତା

ଭୁବନେଶ୍ୱର: ପଞ୍ଚାୟତ ଭଳି ପୌର ଲଢ଼େଇରେ ବି କାମ ଦେଲା ନବୀନ ମ୍ୟାଜିକ୍ । ଚାରିଆଡ଼େ ଶଙ୍ଖନାଦ । ବିଜେଡି ବିପୁଳ ସଫଳତା ପାଇଛି । ୧୦୫ ଏନଏସି ଓ ମ୍ୟୁନିସିପାଲିଟି ଅଧ୍ୟକ୍ଷ ନିର୍ବାଚନରେ ବିଜେଡି ୭୩ଟି ଜିତିଛି । ବିଜେପି ୧୬, କଂଗ୍ରେସ ୭ ଓ ଅନ୍ୟାନ୍ୟ ୯ଟିରେ ବାଜି ମାରିଛନ୍ତି । ଉପକୂଳର…

ପୁଣି ଜନ୍ମ ନେଲେ ଯୋଡ଼ା ଶିଶୁକନ୍ୟା

ସମ୍ବଲପୁର: ପୁଣି ଜନ୍ମ ନେଲେ ଯୋଡ଼ା ଶିଶୁ । ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜନ୍ମ ନେଇଛନ୍ତି ଯୋଡା ଶିଶୁକନ୍ୟା । ରେଙ୍ଗାଲି ଅଞ୍ଚଳର ଦମ୍ପତ୍ତିଙ୍କର ଏଭଳି ଯୋଡା ଶିଶୁ ଜନ୍ମ ହୋଇଛନ୍ତି । ଯୋଡ଼ା ଶିଶୁକନ୍ୟା ଜନ୍ମରୁ ଆରମ୍ଭ ହୋଇଛି ଯନ୍ତ୍ରଣା । ସମ୍ବଲପୁର ଜିଲ୍ଲାରେ ଏହା ପ୍ରଥମ…

ମହିଳା ବିଶ୍ୱକପ୍ କ୍ରିକେଟ୍: ଦକ୍ଷିଣ ଆଫ୍ରିକା ଆଗରେ ୨୭୫ ରନ୍ ଟାର୍ଗେଟ ଦେଲା ଭାରତ

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହିଳା ବିଶ୍ୱକପ୍ କ୍ରିକେଟରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ୨୭୫ ରନ୍ ବିଜୟ ଲକ୍ଷ୍ୟ ଦେଇଛି ଭାରତ । ଆଜି ଖେଳାଯାଇଥିବା ମ୍ୟାଚରେ ଟିମ୍ ଇଣ୍ଡିଆ ନିର୍ଦ୍ଧାରିତ ଓଭରରେ ୭ ଓ୍ୱିକେଟ ହରାଇ ୨୭୪ ରନ୍ କରିଛି । ସ୍ମୃତି ମାନ୍ଧାନା, ସେଫାଳି ବର୍ମା ଓ ଅଧିନାୟିକା ମିତାଲି…