ସ୍ୱାଧୀନ ପ୍ରାର୍ଥୀଙ୍କ ଘର ସାମ୍ନାରେ ଆତଙ୍କରାଜ: ପଥର ମାଡ଼ କରିବା ସହ ବାଇକ୍ ଭାଙ୍ଗି ଚୁର୍ମାର୍
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଗୋଷାଣିନୂଆଗାଁରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖିବାକୁ ମିଳିଛି । କିଛି ଦୁର୍ବୃତ୍ତ ରାତି ଅଧରେ ପରାଜିତ ବିଜେପି ଓ ସ୍ୱାଧୀନ ପ୍ରାର୍ଥୀଙ୍କ ଘର ଉପରକୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଘର ଉପରକୁ ପଥର ମାଡ଼ କରିବା ସହ ବାଇକ୍ ଭାଙ୍ଗି…