ପ୍ରଭାବିତ କଲା ଦ କଶ୍ମୀର ଫାଇଲ୍ସ ଫିଲ୍ମ, ରକ୍ତ ବୁହାଇ ଆଙ୍କିଦେଲେ ଛବି
ଭୁବନେଶ୍ୱର: ବିବେକ ଅଗ୍ନୀହୋତ୍ରୀଙ୍କ ଫିଲ୍ମ ଦ କଶ୍ମୀର ଫାଇଲ୍ସ ଦେଖିବା ଲାଗି ଦିନକୁ ଦିନ ଲୋକଙ୍କ ମଧ୍ୟରେ ବ୍ୟଗ୍ରତା ବଢିବାରେ ଲାଗିଛି । ୧୯୯୦ରେ କଶ୍ମୀରରେ ରହୁଥିବା ପଣ୍ଡିତଙ୍କ ଉପରେ ଅକଥନୀୟ ନିର୍ଯାତନା ଉପରେ ଫିଲ୍ମଟି ଆଧାରିତ । ଫିଲ୍ମକୁ ନେଇ ନାନା ବିବାଦ ମୁଣ୍ଡ ଟେକିଥିଲେ ବି…