Latest Odisha News

BREAKING NEWS

କବିତା : କର୍ତ୍ତବ୍ୟ

ମିନାକ୍ଷୀ ଦ୍ବିବେଦୀ  ସମସ୍ତେ ଆସନ୍ତି ଯାଆନ୍ତି ସେ(ମାଟି) କିନ୍ତୁ ମୁହଁ ପାତି ପଡ଼ି ରହିଛି କୁଆଡେ ଯିବାର ନଥାଏ, ନା ସ୍ବର୍ଗକୁ ନା ନର୍କକୁ, ନା ମନ୍ଦିରକୁ ନା ମସଜିଦକୁ, ସମସ୍ତେ ଟାଣି ହୋଇ ଆସନ୍ତି ଶେଷ ସମୟରେ। ଭଲପାଏ ସେ ସୂର୍ଯ୍ୟକୁ ତାର ଉଷ୍ଣ କିରଣକୁ, ଭଲପାଏ ଜହ୍ନକୁ ତାର…

ପୌର ନିର୍ବାଚନ ପାଇଁ ଖୋର୍ଦ୍ଧାରେ ୨ ଦିନ ଶିକ୍ଷାନୁଷ୍ଠାନ ବନ୍ଦ

ଖୋର୍ଦ୍ଧା  : ଆସନ୍ତାକାଲି ପୌର ନିର୍ବାଚନ ପାଇଁ ବନ୍ଦ ରହିବ ଖୋର୍ଦ୍ଧା ଜିଲ୍ଲାର ଶିକ୍ଷାନୁଷ୍ଠାନ । ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା କରାଯାଇଛି । ଆଜି ଓ ଆସନ୍ତାକାଲି ସ୍କୁଲ ଏବଂ କଲେଜ ବନ୍ଦ ରହିବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ । ଆସନ୍ତାକାଲି ପୌର…

ହାଇଦ୍ରାବାଦର ଏକ କବାଡିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ, ୧୧ ଜୀବନ୍ତ ଦଗ୍ଧ

ହାଇଦ୍ରାବାଦ: ହାଇଦ୍ରାବାଦର ଏକ କବାଡିଆ ଗୋଦାମରେ ଭୟଙ୍କର ଅଗ୍ନିକାଣ୍ଡ । ଏହି ଅଗ୍ନିକାଣ୍ଡରେ ୧୧ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେଠାରୁ ଜଣେ ବ୍ୟକ୍ତିଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇଛି । ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ଘଟଣା ପରେ ଚାରିଆଡେ ଆତଙ୍କ…

ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି: ଆଗକୁ ଖାଦ୍ୟ ସଙ୍କଟ ନେଇ ସତର୍କ ବାଣୀ

ଦିଲ୍ଲୀ : ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ଜାରି ରହିଛି । ଏହାରି ଭିତରେ ଯୁଦ୍ଧ ୨୭ଦିନରେ ପହଞ୍ଚିଥିବା ବେଳେ ସପିଂ ମଲରେ କ୍ରେମଲିନ ସେନାର ବୋମାମାଡରେ ୮ଜଣଙ୍କର ମୃତ୍ୟୁ ହୋଇଛି । ସେପଟେ ସତର୍କ କରାଇଛନ୍ତି ୟୁକ୍ରେନ ରାଷ୍ଟ୍ରପତି । କହିଛନ୍ତି ୟୁକ୍ରେନ ଖାଦ୍ୟଶସ୍ୟ ଉତ୍ପାଦନକାରୀ ରାଷ୍ଟ୍ର…

ଆଜି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ:  ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ହେବ ବନକଲାଗି ନୀତି । ମଧ୍ୟାହ୍ନ ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ରତ୍ନବେଦୀରେ ମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ଆଦି ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର…

[ଦେଖନ୍ତୁ ଭିଡିଓ] ରହସ୍ୟମୟୀ ସୁନାର ପାହାଡ଼ରେ ଟନ୍ ଟନ୍ ସୁନା

 ଭୁବନେଶ୍ୱର : ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ । ଏହି ଘଟଣା ବିଶ୍ୱାସ ନହେଲେ ବି ସତ । ଏମିତି ଏକ ରହସ୍ୟମୟୀ ସୁନାର ପାହାଡ଼ ରହିଛି । ଏହି ପାହାଡରେ ଟନ୍ ଟନ୍ ସୁନା ରହିଥିବା କଥା କୁହାଯାଇଛି । ହେଲେ ଏହି ସ୍ଥାନରୁ କିନ୍ତୁ ଆଜି ଯାଏଁ କେହି ବି ଟିକେ ମାତ୍ର ସୁନା ଉତ୍ତୋଳନ କରିପାରିନାହିଁ। ଏତେ…

[ଦେଖନ୍ତୁ ଭିଡିଓ] ଜଳ ବିହୁନେ ସର୍ବନାଶ, ଜଳ ବହୁଳେ ସର୍ବନାଶ: ଜୀବନ ପାଇଁ ଜଳ ଜରୁରୀ

 ଭୁବନେଶ୍ୱର : ଜଳ ହିଁ ଜୀବନ। ଜଳ ବିନା ଆମ ବଞ୍ଚିବା ଅସମ୍ଭବପର । କଥାରେ ଅଛି ଜଳ ବିହୁନେ ସର୍ବନାଶ , ଜଳ ବହୁଳେ ସର୍ବନାଶ । ବିନା ଜଳରେ ଦୂବ ବି କଇଁଳିବା ଅସମ୍ଭବ । ଜଳ ଅଛି ମାନେ, ଜୀବନ ରହିଛି । ଜୀବନ ପାଇଁ ଜଳର ମୂଲ୍ୟ ଅତି ଜରୁରୀ । ପୃଥିବୀର ପ୍ରାୟ ୭୧.୪ ପ୍ରତିଶତ ଜଳପୂର୍ଣ୍ଣ ଅଟେ ।…

ମହିଳା ବିଶ୍ୱକପ କ୍ରିକେଟ: ବାଂଲାଦେଶକୁ ହରାଇଲା ଭାରତ

ନୂଆଦିଲ୍ଲୀ: ମହିଳା ବିଶ୍ୱକପ କ୍ରିକେଟରେ ମଙ୍ଗଳବାର ଭାରତ ୧୧୦ ରନରେ ବାଂଲାଦେଶକୁ ହରାଇ ସେମିଫାଇନାଲ ପ୍ରବେଶ ଆଶା ଉଜ୍ଜୀବୀତ କରିଛି । ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ୫୦ ଓଭରରେ ୭ ୱିକେଟ ହରାଇ ୨୨୯ ରନ ସଂଗ୍ରହ କରିଥିଲା । ୟାସ୍ତିକା ଭାଟିଆ (୫୦), ଶେଫାଳୀ ବର୍ମା (୪୨), ସ୍ମୃତି…

[ଭିଡିଓ] ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ

ଭୁବନେଶ୍ୱର :  ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ହସ୍ପିଟାଲରୁ ଡିସଚାର୍ଜ ହେବା ପରେ ଆଜି ପୋଲିସ ତାଙ୍କୁ ଗିରଫ କରିଛି । ଲୋକଙ୍କ ଉପରେ ଗାଡି ଚଢାଇଦେବା ମାମଲାରେ ପୋଲିସ ତାଙ୍କୁ ଗିରଫ କରିଛି । ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଭୁବନେଶ୍ୱର ଜିଲ୍ଲା ଦୌରା ଜର୍ଜଙ୍କ କୋର୍ଟରେ…

[ଦେଖନ୍ତୁ ଭିଡିଓ] ଚର୍ଚ୍ଚାରେ ଅନୁଗୁଳ ପୌର ରାଜନୀତି: ମଇଦାନରେ ବାପ-ପୁଅ ଟକ୍କର

ଅନୁଗୁଳ  : ଚର୍ଚ୍ଚାରେ ଅନୁଗୁଳ ପୌର ରାଜନୀତି । ପୁଅ ବିରୁଦ୍ଧରେ ବାପା ହୋଇଛନ୍ତି କାଉନସିଲର  ପ୍ରାର୍ଥୀ । ଏଠି ପୁଅ ବିରୁଦ୍ଧରେ ନିର୍ବାଚନ ଲଢ଼ୁଛନ୍ତି ବାପା । ବାପା ବିଜେପି ର କାଉନସିଲର ପାର୍ଥି ହୋଇଥିବା ବେଳେ ପୁଅ ବିଜେଡି ପ୍ରାର୍ଥୀ ହୋଇଛନ୍ତି । ଯାହାକୁ ନେଇ ଏବେ ବେଶ ଚର୍ଚ୍ଚା…