Latest Odisha News

BREAKING NEWS

ଢେଙ୍କାନାଳ ମ୍ୟୁନିସପାଲଟିରେ କିଏ ହେବ ପୌରାଧ୍ୟକ୍ଷ??

ଢେଙ୍କାନାଳ: ଢେଙ୍କାନାଳ ମ୍ୟୁନିସପାଲଟିରେ କିଏ ହେବ ପୌରାଧ୍ୟକ୍ଷ  ? ଏଥର ମୈଦାନରେ ୭ ପ୍ରାର୍ଥୀ ଢେଙ୍କାନାଳ ମ୍ୟୁନିସପାଲଟି ପାଇଁ ଚାଲିଛି ଜୋରଦାର ଲଢେଇ । ଢେଙ୍କାନାଳ ମ୍ୟୁନିସପାଲଟି ୨୦୧୩ରେ ଏଠି ପୌରାଧ୍ୟକ୍ଷ ପଦ ପାଇଁ ରାଜନୀତି ଚର୍ଚ୍ଚାରେ ରହିଥିଲା । ଧର୍ମଗୁଳା ସାହାର୍ଯ୍ୟ ରେ ୨…

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା: ମାଷ୍ଟରମାଇଣ୍ଡ ଶର୍ମିଷ୍ଠା ରାଉତଙ୍କ ଆଗୁଆ ଜାମିନ ଖାରଜ

କଟକ: କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ମାଷ୍ଟରମାଇଣ୍ଡ ୱେବ୍ ଚ୍ୟାନେଲ୍ ମାଲିକାଣୀ ଶର୍ମିଷ୍ଠା ରାଉତଙ୍କୁ ହାଇକୋର୍ଟରୁ ଝଟକା ଲାଗିଛି । ଆଗୁଆ ଜାମିନ ଆବେଦନକୁ ଖାରଜ କରିଛନ୍ତି କୋର୍ଟ । ମାନସ ନିଖୋଜ ନେଇ ପରିବାର ଲୋକ ଫେବ୍ରୁଆରୀ ୧୪ ତାରିଖରେ ଚାନ୍ଦବାଲି ଥାନାରେ ଏତଲା…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀ

କେନ୍ଦୁଝର: ଭିଜିଲାନ୍ସ ଜାଲରେ ଆନନ୍ଦପୁର ବୈତରଣୀ ଡିଭିଜନର ସହକାରୀ ଯନ୍ତ୍ରୀ ଉମେଶ ଚନ୍ଦ୍ର ଶାସିନୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କ ଘର, ଅଫିସ ସମେତ ୮ଟି ସ୍ଥାନରେ ଚଢ଼ାଉ ଚାଲିଛି । ଆନନ୍ଦପୁରରେ ଥିବା ସରକାରୀ କାର୍ୟ୍ୟାଳୟ, ସରକାରୀ ବାସଭବନରେ ପଞ୍ଝା ମାରିଛି ଭିଜିଲାନ୍ସ…

୫୦ ଟଙ୍କା ବଢ଼ିଲା ଘରୋଇ ଗ୍ୟାସ ସିଲିଣ୍ଡର ଦାମ୍

ଭୁବନେଶ୍ୱର: ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ପେଟ୍ରୋଲ ଓ ଡିଜେଲ୍ ସହ ବଢ଼ିଲା ଏଲପିଜି ଗ୍ୟାସ ସିଲିଣ୍ଡର । ୫୦ ଟଙ୍କା ବୃଦ୍ଧି ହୋଇଛି । ଆଜିଠୁ ଲାଗୁ ହୋଇଛି ନୂଆ ଦର । ଫଳରେ ରନ୍ଧନ ଗ୍ୟାସ ସିଲିଣ୍ଡର ଦାମ୍ ୯୨୬ରୁ ବଢ଼ି ୯୭୬ ଟଙ୍କା ହୋଇଛି । ୨୦୨୧ ଅକ୍ଟୋବର ୬ ତାରିଖରେ ଦେଶରେ ଶେଷ ଥର…

ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍

ଭୁବନେଶ୍ୱର: ଦେଶରେ ବଢ଼ିଲା ପେଟ୍ରୋଲ ଓ ଡିଜେଲ୍ ଦାମ୍ । ଚାରି ମାସ ପରେ ତୈଳ ଦର ବୃଦ୍ଧି ହୋଇଛି । ପେଟ୍ରୋଲ ଓ ଡିଜେଲ୍ ଦାମରେ ୮୦ ପଇସା ଲେଖାଏ ବୃଦ୍ଧି ହୋଇଛି । ଆଜିଠୁ ଲାଗୁ ହୋଇଛି ବର୍ଦ୍ଧିତ ଦର । ଭୁବନେଶ୍ୱରରେ ପେଟ୍ରୋଲ୍ ଦାମ୍ ଲିଟ୍ର ପିଛା ୧୦୨ ଟଙ୍କା ୬୬ ପଇସା ଓ ଡିଜେଲ୍ ଦାମ୍ ୯୨…

ଓସ୍‌ଜାର ବାର୍ଷିକ ଉତ୍ସବ : ଅରୂପାନନ୍ଦ ରାଉତରାୟ ଓ ବୀରେନ୍ଦ୍ର ଲାକ୍ରା ପୁରସ୍କୃତ, ଅଚ୍ୟୁତ ସାମନ୍ତଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର : ଓସ୍‌ଜାର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଭାରତୀୟ କ୍ରୀଡା ସାମ୍ବାଦିକ ସଂଘ ଏସ୍‍ଜେଏଫ୍‍ଆଇର ଅନୁବନ୍ଧିତ ଓଡିଶା କ୍ରୀଡା ସାମ୍ବାଦିକ ସଂଙ୍ଘର ସପ୍ତମ ପ୍ରତିଷ୍ଠା ଉତ୍ସବ ସଭାପତି ସନ୍ଦୀପ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି ।ଏହି ପ୍ରତିଷ୍ଠା ଉତ୍ସବ ସମାରୋହରେ…

କୋଭିଡ-୧୯ ରିଲିଫ କାର୍ଯ୍ୟ ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ସର୍ବଭାରତୀୟ ସିଏସ୍ଆର୍ ସମ୍ମାନ

ଭୁବନେଶ୍ୱର : କୋଭିଡ-୧୯ ମହାମାରୀର ମୁକାବିଲା ପାଇଁ ବହୁମୁଖୀ ପଦକ୍ଷେପ  ନେଇଥିବା  ଜେଏସପିକୁ ସିଏସଆର ଉତ୍କର୍ଷ ପୁରସ୍କାରରେ ସମ୍ମାନିତ କରାଯାଇଛି । ମୁମ୍ବାଇର ଯଶବନ୍ତରାଓ ଚଭନ କେନ୍ଦ୍ରରେ ଆୟୋଜିତ ହୋଇଥିବା ସିଏସଆର ଜର୍ଣ୍ଣାଲ ଏକ୍ସଲେନ୍ସ ଆୱାର୍ଡର ଚତୁର୍ଥ ସଂସ୍କରଣରେ ଏହି ସମ୍ମାନଜନକ…

[ଦେଖନ୍ତୁ ଭିଡିଓ] ମୁଣ୍ଡ ନେବାକୁ ୩୦ ଲକ୍ଷର ଡିଲ୍ : ସୁପାରୀ ଦେଇଥିଲେ ବାପ-ପୁଅ

ପୁରୀ: ମୁଣ୍ଡ ନେବାକୁ ହୋଇଥିଲା ୩୦ ଲକ୍ଷର ଡିଲ୍ । ହତ୍ୟା ପୂର୍ବରୁ ଅଗ୍ରୀମ ୨ ଲକ୍ଷ ଟଙ୍କା ନେଇଥିଲେ ଅଭିଯୁକ୍ତ । ପିସ୍ତଲ ପାଇଁ ନେଇଥିଲେ ୭୦ହଜାର ଟଙ୍କା । ପୁରୀରେ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କୁ  ହତ୍ୟା କରିବାକୁ ଦିଆଯାଇଥିଲା ସୁପାରୀ ।  କାଳୁ…

ଫିଲ୍ମ ‘ଗଲ୍ଲି ବୟ’ ରାପର୍ ଧର୍ମେଶ ପରମାର୍‌ଙ୍କ ମୃତ୍ୟୁ

ମୁମ୍ବାଇ: ଫିଲ୍ମ ଗଲ୍ଲି ବୟରେ ଶୁଣିବାକୁ ମିଳିଥିଲା ଭଳିକିଭଳି ରାପ୍ । ଏହି ଫିଲ୍ମ ପାଇଁ ନିଜ ପ୍ରତିଭା ଦେଖାଇଥିଲେ ଏକାଧିକ ରାପର୍ । ଏହି ତାଲିକାରେ ସାମିଲ ଥିଲେ ରାପର୍ ମ୍ୟାକ୍ ତୋଡ୍ ଫୋଡ୍ ଓରଫ ଧର୍ମେଶ ପରମାର୍ । ତେବେ ନିକଟରେ ଏହି ୨୪ ବର୍ଷୀୟ ରାପର୍‌ଙ୍କର ମୃତ୍ୟୁ ଘଟିଛି । ଧର୍ମେଶ…

କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ଘଟଣା , ଅବସରପ୍ରାପ୍ତ ସରକାରୀ ଅଫିସର ନିରଞ୍ଜନ ସେଠୀ ଗିରଫ

 ଭୁବନେଶ୍ୱର : ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲା ।ଏହି ମାମଲାରେ ଆଉ ଦୁଇ ଜଣଙ୍କୁ ଗିରଫ କରିଛି ଭଦ୍ରକ ପୋଲିସ ।ମାମଲା ସହ ସଂପୃକ୍ତ ଅଭିଯୋଗରେ ଅବସରପ୍ରାପ୍ତ ଓଆଇଏସ୍ ନିରଞ୍ଜନ ସେଠୀଙ୍କୁ ଭଦ୍ରକ ପୋଲିସ ଗିରଫ କରିଛି ।ଏହା ସହ ରାଜ୍ କମୁନିକେସନ ମାଲିକ ରଞ୍ଜନ…