ନୂଆପଡାର ଜିଲ୍ଲା ପରିଷଦ ଅଧ୍ୟକ୍ଷା ହେଲେ ଡଲି ମାଝୀ
ନୂଆପଡା : ନୂଆପଡା ଜିଲ୍ଲାର ଜିଲ୍ଲା ପରିଷଦ ଅଧ୍ୟକ୍ଷା ଭାବେ ଡଲି ମାଝୀଙ୍କ ନାଁରେ ମୋହର ଲାଗିଛି । ଲଗାତାର ଚତୁର୍ଥ ପାଇଁ ଜିଲ୍ଲା ପରିଷଦ ଆସନ ଦଖଲ କରିଛି ବିଜେଡି । ଆଜି ଜିଲ୍ଲା ପରିଷଦ ନିର୍ବାଚନ ଅନୁଷ୍ଠିତ ହେଉଥିବା ବେଳେ ୧୦ ନମ୍ବର ଜୋନର ଡଲି ମାଝି ନିନ୍ଦ୍ୱନ୍ଦରେ ବିଜୟୀ ହୋଇଛନ୍ତି ।…