Latest Odisha News

BREAKING NEWS

ଯୁଦ୍ଧ ବନ୍ଦ ପାଇଁ ୟୁକ୍ରେନ୍ ଆଗରେ ୪ଟି ସର୍ତ୍ତ ରଖିଲା ରୁଷ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ୧୩ ଦିନ ହେଲାଣି ରୁଷ୍-ୟୁକ୍ରେନ୍ ଭିତରେ ଘମାଘୋଟ ଯୁଦ୍ଧ ଚାଲିଛି । ୟୁକ୍ରେନର ବହୁ ସହରକୁ ଛାରଖାର କରି ଦେଲାଣି ପୁଟିନ୍ ସେନା । ଯୁଦ୍ଧ ବନ୍ଦ ପାଇଁ ଏବେ ୟୁକ୍ରେନ୍ ଆଗରେ ୪ଟି ସର୍ତ୍ତ ରଖିଛି ରୁଷ୍ । ସାମରିକ କାର୍ୟ୍ୟାନୁଷ୍ଠାନ ବନ୍ଦ କରିବାକୁ ୟୁକ୍ରେନକୁ କହିଛି…

ରାଜ୍ୟରେ ଶହେକୁ ଖସିଲାଣି ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା କେସ । ଦୈନିକ ସଂକ୍ରମଣ ପାଖାପାଖି ଶହେକୁ ଖସିଲାଣି । ୨୪ ଘଣ୍ଟାରେ ୨୧ ଜିଲ୍ଲାରୁ ବାହାରିଛନ୍ତି ୧୦୮ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୬୨ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୬ । ୧୮ ବର୍ଷ ଭିତରେ ଆଉ ୧୬ ଜଣ ପଜିଟିଭ୍ ବାହାରିଛନ୍ତି ।…

କାଲି ଶ୍ରୀଜିଉଙ୍କର ବନକଲାଗି ନୀତି, ସନ୍ଧ୍ୟା ୫ରୁ ୮ଟା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିସହ ଶ୍ରୀମୁଖ ଶୃଙ୍ଗାର ହେବ । ବନକଲାଗି ନୀତି ପାଇଁ କାଲି ସଂଧ୍ୟା ୫ଟାରୁ ରାତି ୮ଟା ଯାଏ ଶ୍ରୀଜିଉଙ୍କର ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ରାତି ୮ଟାରେ…

ଏକଜିଟ୍ ପୋଲ୍: ୟୁପିରେ କ୍ଷମତା ବଜାର ରଖିବ ବିଜେପି, ପଞ୍ଜାବରେ ଆପ୍ ସରକାର

ନୂଆଦିଲ୍ଲୀ: ୫ ରାଜ୍ୟରେ କିଏ ଗଢ଼ିବ ସରକାର । ଭୋଟ୍ ସରିବା ପରେ ଏକଜିଟ୍ ପୋଲ୍ (ବୁଥ୍ ବାହୁଡ଼ା ମତ) ଆସିଛି । ଉତ୍ତରପ୍ରଦେଶରେ କ୍ଷମତା ବଜାୟ ରଖିବ ବିଜେପି । ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ବିଜେପି ପୁଣି ଥରେ ୟୁପି ଶାସନ ଗାଦି ଦଖଲ କରିବ । ବିଭିନ୍ନ ସଂସ୍ଥାର ଏକଜିଟ୍ ପୋଲିସ ବିଜେପି ଓ…

କବିତା : ମୁଁ ନାରୀ

ସାଧନା ପଣ୍ଡା ଅଭିଶାପ ଅବା ଆଶୀର୍ବାଦ ଇଏ ଜାଣି ତ' ନପାରେ ମୁହିଁ, କେବେବି ହୋଇନି ହେବି ବି' ତ ନାହିଁ ଅଇରୀ କାହାର ତହିଁ ।୧। ନାହିଁ ମୋ' ଶୋଚନା ତିଳେ ହେଲେ ଆଜି ତିଳ ତିଳ ଜଳି ବାକୁ, ଜଳୁ ଅଛି ଆଜି ସଳିତାର ସମ ଆଲୋକ ବିତରି ବାକୁ ।୨। ଅନେକ ବେଦନା କେତେ ତ ଯାତନା…

ଚେତନାର ସୌନ୍ଦର୍ଯ୍ୟ ହିଁ ନାରୀଶକ୍ତିର ବିଶେଷତ୍ବ

ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ରାଜଲକ୍ଷ୍ମୀ ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ନାରୀ ସୃଜନର ଓଁକାର, ସଂକଲ୍ପ , ସାଧନାର ସୁନ୍ଦର ସବୁସକାଳ। ସେ ଗଢ଼ି ଦେଇପାରେ ସବୁକିଛି ସୁନ୍ଦର ଓ କରିପାରେ ସୁରଭିତ। ପ୍ରତି ନାରୀ ପାଖରେ ଥାଏ ବଉଳର ବାସ୍ନା, ତା' ସ୍ବପ୍ନ ସହକାରର ମହକ । ତା'ଆଶା…

କିଟରେ ଅନ୍ତର୍ଜାତୀୟ ମହିଳା ଦିବସ: ସଶକ୍ତ ପାଇଁ ମହିଳା ନିଜେ ସଚେତନ ହୁଅନ୍ତୁ

ଭୁବନେଶ୍ୱର: କିଟ ଓ କିସ୍‍ ପକ୍ଷରୁ ସୋମବାର ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଚଳିତବର୍ଷର ବିଷୟବସ୍ତୁ ସ୍ଥାୟୀ ଭବିଷ୍ୟତ ପାଇଁ ଆଜିର ଲିଙ୍ଗଗତ ସମାନତା ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ଏଥିରେ କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ କହିଲେ,…

ଆନ୍ତର୍ଜାତୀୟ ମହିଳା ଦିବସ ୨୦୨୦: ଜେଏସପିଏଲ ଫାଉଣ୍ଡେସନ୍ ଦ୍ଵାରା ଜିନ୍ଦଲ ସ୍ଵୟଂସମ୍ପର୍ଣ୍ଣା ନାରୀ କାର୍ଯ୍ୟକ୍ରମ…

ଭୁବନେଶ୍ୱର: ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ସିଏସଆର ସଂସ୍ଥା ଜେଏସପିଏଲ ଫାଉଣ୍ଡେସନ ଓଡିଶା ଓ ଛତିଶଗଡରେ ମହିଳାମାନଙ୍କ ଶିକ୍ଷା ଓ ଦକ୍ଷତା ବିକାଶ ନିମନ୍ତେ ଏକ ସ୍ୱତନ୍ତ୍ର ଯୋଜନା - ଜିନ୍ଦଲ ସ୍ଵୟଂ ସ୍ଵୟଂସମ୍ପର୍ଣ୍ଣା ନାରୀ - ଆରମ୍ଭ କରିଛି। ଏହି…

୨୦୨୦ ଏବଂ ୨୦୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହେଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକ କଲ୍ୟାଣ ମାର୍ଗ ଠାରେ ଆୟୋଜିତ ଏକ ଆଲୋଚନା ଅଧିବେଶନରେ ୨୦୨୦ ଏବଂ ୨୦୨୧ ବର୍ଷର ନାରୀ ଶକ୍ତି ପୁରସ୍କାର ବିଜେତାମାନଙ୍କ ସହିତ କଥା ହୋଇଛନ୍ତି । ଏହି ଆଲୋଚନା ଅଧିବେଶନ ନାରୀ ସଶକ୍ତିକରଣ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଗ୍ରହଣ…

ଓଲଟି ପଡ଼ିଲା ଟ୍ୟାଙ୍କର, ରାସ୍ତାରେ ବୋହୁଛି ତେଲ

କୋରାପୁଟ: ଲକ୍ଷ୍ମୀପୁର ଥାନା ଅଧିନସ୍ଥ ଡୋଳିଆମ୍ବ ନିକଟରେ ଏକ ଟ୍ୟାଙ୍କର ଓଲଟି ପଡିଛି। ଫଳରେ ରାସ୍ତାରେ ତେଲ ଭାସୁଛି। ଏଥିସହ ରାସ୍ତା ମଝିରେ ଟ୍ୟାଙ୍କର ରହିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଉଭୟ ପାର୍ଶ୍ବରେ ଯାନବାହନ ଅଟକି ରହିଛି। ସୂଚନା ଅନୁସାରେ, ଝାରସୁଗୁଡ଼ା ଠାରୁ ଆସୁଥିବା…