ୟୁକ୍ରେନ ଫେରନ୍ତା ୭୭ଜଣ ଓଡିଆ ଛାତ୍ରଛାତ୍ରୀଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରେ ଭେଟିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ୟୁକ୍ରେନରୁ ଓଡିଶା ଫେରିଥିବା ଛାତ୍ରଛାତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ରାଜ୍ୟ ସରକାରଙ୍କ ସହାୟତାରେ ଆଜି ୟୁକ୍ରେନରୁ ଓଡିଶା ଫେରିଛନ୍ତି ୭୭ ଜଣ ଛାତ୍ରଛାତ୍ରୀ ।ଏହି ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ବିମାନ ବନ୍ଦରରେ…