Latest Odisha News

BREAKING NEWS

ଜଳୁଛି ଜଙ୍ଗଲ ସଙ୍କଟରେ ବନ୍ୟଜନ୍ତୁ : ନିଆଁରେ ମୂଲ୍ୟବାନ ଗଛଲତା ଜଳି ନଷ୍ଟ

ତେଲକୋଇ : ହୁତୁ ହୁତୁ ହୋଇ ଜଳୁଛି ଏକର ଏକର ଜଙ୍ଗଲ । ନିଆଁର ଆଁ ଭିତରେ ତେଲକୋଇ ବନାଞ୍ଚଳ। ଜଳୁଛି ଜଙ୍ଗଲ ଆଉ ସଙ୍କଟରେ ବନ୍ୟଜନ୍ତୁ । ତେଲକୋଇ ରେଞ୍ଜ ଅଧିନ କରଦାଙ୍ଗି ପଞ୍ଚାୟତ ଶ୍ରୀଧରପୁର ଗାଁ ନିକଟ ମାଙ୍କଡଚୁଆ ସଂରକ୍ଷିତ ଜଙ୍ଗଲରେ ଲାଗିଛି ନିଆଁ । ଜଙ୍ଗଲ ନିଆଁ ରେ ମୂଲ୍ୟବାନ ଗଛଲତା…

ୟୁକ୍ରେନରେ ଭାରତୀୟ ଛାତ୍ରଙ୍କୁ ଗୁଳିମାଡ଼: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି

ଦିଲ୍ଲୀ: ପୁଣି ଜଣେ ଭାରତୀୟ ଛାତ୍ର ୟୁକ୍ରେନରେ ବର୍ବରତାର ଶିକାର ହୋଇଛନ୍ତି । ଜଣେ ଭାରତୀୟ ଛାତ୍ରଙ୍କୁ ୟୁକ୍ରେନରେ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ତେବେ ଗୁରୁତର ଅବସ୍ଥାରେ ଉକ୍ତ ଛାତ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି । ଗୁଳିମାଡ଼ର ଶିକାର ହୋଇଥିବା ଛାତ୍ରଙ୍କ…

ରାଜ୍ୟରେ ଆଉ ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨୮ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ…

ନକଲି ଡାକ୍ତର ରମେଶ ସ୍ୱାଇଁ , ଆଜିଠୁ ୫ ଦିନିଆ ରିମାଣ୍ଡ

ଭୁବନେଶ୍ୱର : ଆଜିଠୁ ୫ ଦିନିଆ ରିମାଣ୍ଡରେ ନକଲି ଡାକ୍ତର ରମେଶ ସ୍ୱାଇଁ । ନିଜକୁ ଜଣେ ଡାକ୍ତରର ପରିଚୟ ଦେଇ ଏକାଧିକ ବିବାହ ସାଙ୍ଗକୁ ଲୁଟପାଟ କରୁଥିଲା। ଧରା ପଡ଼ିବା ପରେ ସବୁ ଗୁମର ଧୀରେ ଧୀରେ ବାହାରକୁ ଆସିଛି । ଏହି ନକଲି ଡାକ୍ତରକୁ ଆଜିଠାରୁ ୫ ଦିନିଆ ରିମାଣ୍ଡରେ ଅଣାଯିବ । ଗୌହାଟୀର…

ୟୁକ୍ରେନର ସବୁଠୁ ବଡ଼ ନ୍ୟୁକ୍ଲିଅର ପାୱାର ପ୍ଲାଣ୍ଟରେ ଋଷର ଆକ୍ରମଣ

ଦିଲ୍ଲୀ: ୟୁକ୍ରେନରେ ଋଷର ଆକ୍ରମଣ ଜୋରଦାର ହୋଇଛି । ଯୁଦ୍ଧ ଆଜି ନବମ ଦିନରେ ପଂହଚିଥିବାବେଳେ ସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି । ଏହାରି ମଧ୍ୟରେ ୟୁକ୍ରେନର ଜେବୋରିଜିଆ ପ୍ରାନ୍ତର ଏନରହୋଦର ସହରରେ ବଡ ଆକ୍ରମଣ କରିଛି ଋଷ । ୟୁକ୍ରେନର ଅଧିକାରୀ ଦାବି କରିଛନ୍ତି. ଋଷ ଏଠାରେ ଥିବା…

ୟୁକ୍ରେନର ଚର୍ନିହିବ ସହରରେ ଋଷର ସବୁଠାରୁ ବଡ଼ ଏୟାରଷ୍ଟ୍ରାଇକ : ୩୩ ମୃତ

ଦିଲ୍ଲୀ: ବେଲାରୁସ ସୀମାରେ ଦୁଇଦେଶ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନା ଜାରି ରହିଥିବାବେଳେ ୟୁକ୍ରେନ ଉପରେ ଋଷର ଆକ୍ରମଣ ଦ୍ୱିତୀୟ ଦିନରେ ପଂହଚିଛି । ୟୁକ୍ରେନର ଚର୍ଣ୍ଣିହିବରେ ଋଷ ସବୁଠାରୁ ବଡ ଏୟାରଷ୍ଟ୍ରାଇକ କରିଛନ୍ତି । ଏଥିରେ ୩୩ ଜଣ ପ୍ରାଣ ହରାଇଥିବାବେଳେ ଅନେକ ଆହତ ହୋଇଛନ୍ତି ।…

କବିତା : ଚତୁର୍ଥୀ ଜହ୍ନ

ମିନତୀ ଦାସ ଆଜି ଅମବ୍ୟାସା ଭଲ ଲାଗୁନି ଆକାଶ କୋଉଠି ନାହିଁ ସେ ଜହ୍ନର ଟିକିଏ ଶୁଭ୍ର ଆଲୋକ, ଆଜି ଦ୍ୱତୀୟା ସୁନ୍ଦର ଦିଶୁଛି ଫୁଲେଇ ଜହ୍ନ ନୀଳ ଆକାଶର ଢେଉ ଚିରି ଲମ୍ବିଆସିଲା ମୋ ପାଖକୁ ହାତଟିଏ ମୋ ଛୁଇଁଲା ଖୁବ୍ ସନ୍ତର୍ପଣେ କହିଲା ପାଇବାକୁ ଟିକେ ଭଲ ହସି ଦେଲି ଆଖି…

ଶଙ୍ଖକ୍ଷେତ୍ରରେ ଦିନଟିଏ

ପ୍ରଦୀପ ବିଶ୍ୱାଳଙ୍କ ସ୍ମୃତିର ଫରୁଆରୁ …… ପୁରୁଷୋତ୍ତମ ଆଡ଼େ ବୁଲିଯାଇଥିଲି। ଡୋରି ମୋ ପାଇଙ୍କି ଲାଗିଥିଲା କି ନାହିଁ ଜାଣି ନଥିଲି ମୁଁ। କିନ୍ତୁ ଗହଳି ଭିତର ଦେଇ ସିଂହଦ୍ଵାର ମୁହାଁ ଆଡ଼େ ଚାଲିଥିଲା ବେଳେ କିଏ କେତେ କଥା କହୁଥାନ୍ତି କାନରେ ବାଜୁଥାଏ। କିଏ କହୁଥାଏ ଡୋରି ମୋର ଆଜି…

ସାଧନା ଦ୍ୱାରା ଚିରନ୍ତନ କ୍ରାନ୍ତି ପ୍ରାପ୍ତ କରିହେବ : ସ୍ୱାମୀ ସୁଧାନନ୍ଦ ସରସ୍ୱତୀ

ଭୁବନେଶ୍ୱର : ମହର୍ଷି ଦୟାନନ୍ଦ ବୋଧ ଉତ୍ସବ ପାଳନ ଅବସରରେ ଶ୍ରୁତିନ୍ୟାସ ନିର୍ମାଣଧୀନ ବାନପ୍ରସ୍ଥ ସାଧକ ଆଶ୍ରମ ବେଦଧାମ ପରିସରରେ ଯଜ୍ଞଶାଳା ଓ ସନ୍ଥକୁଟୀରର ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଶ୍ରୁତିନ୍ୟାସର ଅଧ୍ୟକ୍ଷ ପୂଜ୍ୟ ସ୍ୱାମୀ ସୁଧାନନ୍ଦ ସରସ୍ୱତୀଜୀ…

ପଦ୍ମଜ ପାଳ ପାଇଲେ ପ୍ରଥମ ‘ସୁକୁବିନା ସ୍ରଷ୍ଟା ସ୍ମାରକୀ ପୁରସ୍କାର’

ଭୁବନେଶ୍ୱର : ସୁକୁବିନା ସ୍ରଷ୍ଟା ସ୍ମାରକୀ ଟ୍ରଷ୍ଟ ପକ୍ଷରୁ ଜାପାନୀ ବାବୁଙ୍କ ଜନ୍ମଦିନ ପାଳନ ଅବସରରେ ଔପନ୍ୟାସିକ ତଥା କ୍ଷୁଦ୍ରଗଳ୍ପ ଲେଖକ ପଦ୍ମଜ ପାଳଙ୍କୁ ଓଡ଼ିଆ ସାହିତ୍ୟ କ୍ଷେତ୍ରରେ ଉତ୍କର୍ଷତା ପାଇଁ ପ୍ରଥମ ସୁକୁବିନା ସ୍ରଷ୍ଟା ସ୍ମାରକୀ ପୁରସ୍କାର ପ୍ରଦାନ କରାଯାଇଛି । ଜ୍ଞାନପୀଠ…