ବିଜେଡିରେ ମିଶିଲେ ୨ଶହରୁ ଅଧିକ ବିଜେପି କର୍ମୀ
ଭୁବନେଶ୍ୱର : ବଢୁଛି ବିଜେଡିର ବଳ । ଆଜି ଭୁବନେଶ୍ୱର ୪୦ ଓ ୪୧ ନମ୍ବର ୱାର୍ଡର ୨ଶହରୁ ଅଧିକ ବିଜେପି କର୍ମୀ ବିଜେଡିରେ ଯୋଗଦେଇଛନ୍ତି । ଏଥିରେ ସାମିଲ ହୋଇଛନ୍ତି ବିଜେପି ବନଦୁର୍ଗା ମଣ୍ଡଳ ସଭାପତି ଫିରୋଜ ଖାନ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶମୂଳକ ଧାରାକୁ ନେଇ ବିଜେପି…