Latest Odisha News

BREAKING NEWS

ପୁରୀରେ ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ଭେଟିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଆଜି ପୁରୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱରରେ ପହଞ୍ଚିବା ପରେ ସେ ପୁରୀ ଅଭିମୁଖେ ଯାଇଛନ୍ତି । ରାଷ୍ଟ୍ରପତି ଓ ରାଜ୍ୟପାଳଙ୍କୁ ସେ ସୌଜନ୍ୟମୂଳକ ସାକ୍ଷାତ କରିବେ ଧର୍ମେନ୍ଦ୍ର…

ରାଜ୍ୟରେ ପାଞ୍ଚ ଶହ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କାବୁ ପାଉଛି କରୋନା ସଂକ୍ରମଣ । ଦୈନିକ କେସ୍ ତଳକୁ ତଳକୁ ଖସୁଛି । ପାଞ୍ଚ ଶହ ତଳକୁ ଖସିଛି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୪୯୨ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୨୮୯ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୦୩ । ୧୮ ବର୍ଷ…

ପୁରୀରେ ବିଶ୍ଵ ବୈଷ୍ଣବ ସମ୍ମିଳନୀକୁ ଉଦଘାଟନ କରିବେ ରାଷ୍ଟ୍ରପତି

ପୁରୀ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଗତକାଲ ସେ ଶ୍ରୀକ୍ଷେତ୍ରରେ ରାତ୍ରିଯାପନ କରିଥିଲେ । ଆଜି ସକାଳ ୧୦ଟା ୩୫ରେ ପୁରୀ ବଡ଼ଦାଣ୍ଡ ସ୍ଥିତ ଶ୍ରୀଚୈତନ୍ୟ ଗୌଡ଼ୀୟ ମଠ ପରିଦର୍ଶନରେ ଯିବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ । ୧୧ଟାରେ ଶରଧାବାଲିରେ ହେବାକୁ…

ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ମତଦାନ ଜାରି

ଅମୃତସର: ପଞ୍ଜାବ ବିଧାନସଭା ନିର୍ବାଚନ ପାଇଁ ଚାଲିଛି ମତଦାନ । ଆଜି ଗୋଟିଏ ପର୍ୟ୍ୟାୟରେ ୧୧୭ ଆସନ ପାଇଁ ଭୋଟ୍ ନିଆଯାଉଛି । ମୈଦାନେ ଅଚନ୍ତି ୧ହଜାର ୩୦୪ ପ୍ରାର୍ଥୀ । ଏମାନଙ୍କ ଭିତରେ ୯୩ ଜଣ ମହିଳା । ପଞ୍ଜାବର ମୋଟ୍ ୨ କୋଟି ୧୪ ଲକ୍ଷରୁ ଅଧିକ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ…

ଭୋଟ୍ ଦେଉଛି ଓଡ଼ିଶା: ତୃତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ପାଇଁ ଚାଲିଛି ମତଦାନ

ଭୁବନେଶ୍ୱର: ପଞ୍ଚାୟତ  ନିର୍ବାଚନ ପାଇଁ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି । ସକାଳ ୭ଟାରୁ ଆରମ୍ଭ ହୋଇଠି ଭୋଟ୍ ଗ୍ରହଣ । ଦିନ ଗୋଟାଏ ଯାଏ ଚାଲିବ । ୨୯ ଜିଲ୍ଲାର ୬୩ ବ୍ଲକରେ ୧୭୧ ଜିଲ୍ଲା ପରିଷଦ ଓ ୧୩୮୨ ପଞ୍ଚାୟତରେ ମତଦାନ ଚାଲିଛି । ୧୮ହଜାର ୪୯୫ ବୁଥରେ ଭୋଟ୍ ଦେବେ ୫୬ ଲକ୍ଷ ୫୩ ହଜାର…

ଅନୁବାଦ ଗଳ୍ପ : ଆଉ କେଇଟା ପାକିସ୍ତାନ

ସ୍ୱାଧୀନତାର ସ୍ୱାଦ ଓ ବିଭାଜନର ସ୍ମୃତି : ଗଳ୍ପ ୨୪  ମୂଳ ହିନ୍ଦୀ : କମଳେଶ୍ୱର  କେଡେ ଦୀର୍ଘ ସେ ଯାତ୍ରା! ମୁଁ ନିଜେ ବି ବୁଝି ପାରେନି କାଇଁକି ଏ ପାକିସ୍ତାନ କଥା ବାରମ୍ବାର ମୁଁ ଭାବିବସେ - କାଇଁକି ସେ ଚିନ୍ତା ମୋ ମନକୁ ବାରମ୍ବାର ଆନ୍ଦୋଳିତ କରେ? ସଲମା, ମୁଁ ଜୀବନରେ ଥରଟିଏ…

କେଜ୍ରିୱାଲଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ

ଚଣ୍ଡୀଗଡ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଏଫଆଇଆର ରୁଜୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ପଞ୍ଜାବର ମୁଖ୍ୟ ନିର୍ବାଚନ ଅଧିକାରୀ । ଅନ୍ୟ ଦଳ ବିରୋଧରେ ଅପମାନଜନକ ଟିପ୍ପଣୀ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।…

ଏସିଆନ ଗେମ୍ସ: ଟି୨୦ କ୍ରିକେଟରେ ଅଂଶଗ୍ରହଣ କରିବେନି ଭାରତର ପୁରୁଷ, ମହିଳା ଟିମ

ନୂଆଦିଲ୍ଲୀ: ଚୀନର ହାଙ୍ଗଝୋଉରେ ଚଳିତ ବର୍ଷ ହେବାକୁ ଥିବା ଏସିଆନ ଗେମ୍ସରେ ଏଥର ଟି୨୦ କ୍ରିକେଟକୁ ସାମିଲ କରାଯାଇଛି । ତେବେ ଭାରତର ଉଭୟ ପୁରୁଷ ଓ ମହିଳା ଟିମ ଏହି ଇଂଭେଟରେ ଅଂଶଗ୍ରହଣ କରିବେ ନାହିଁ ବୋଲି ଜଣାପଡିଛି । ଅକ୍ଟୋବରରେ ପୁରୁଷ ଟିମ ଟି୨୦ ବିଶ୍ୱକପ ଖେଳିବା ପାଇଁ ଅଷ୍ଟ୍ରେଲିଆ…

ଆନ୍ତର୍ଜାତିକ ଅଲିମ୍ପିକ୍ସ କମିଟିର ଆଗାମୀ ଅଧିବେଶନ ଆୟୋଜନ କରିବ ଭାରତ, ପ୍ରସ୍ତାବ ସପକ୍ଷରେ ନୀତା ଅମ୍ବାନିଙ୍କ ଦୃଢ଼…

ମୁମ୍ବାଇ : ଆନ୍ତର୍ଜାତିକ ଅଲିମ୍ପିକ୍ସ କମିଟିର ଆଗାମୀ ବୈଠକ ମୁମ୍ବାଇର ‘ଜିଓ ଓ୍ବାର୍ଲଡ କନଭେନ୍‌ସନ ସେଣ୍ଟରରେ ଅନୁଷ୍ଠିତ ହେବ । ୨୦୨୩ରେ ହେବାକୁ ଥିବା ଏହି ବାର୍ଷିକ ବୈଠକ ଆୟୋଜନ ସ୍ଥଳକୁ ନେଇ ହୋଇଥିବା ମତଦାନରେ ଭାରତକୁ ବୈଧ ୭୬ ମତ ମଧ୍ୟରୁ ୭୫ ଜଣଙ୍କ ସମର୍ଥନ ମିଳିଛି । ବହୁମତ ହାସଲ…

[ଦେଖନ୍ତୁ ଭିଡିଓ] ନିର୍ବାଚନୀ ମଇଦାନରେ ଟକ୍କର : ପ୍ରାର୍ଥୀ ନୁହେଁ ଲଢୁଛନ୍ତି ଦଳୀୟ ନେତା

ଟିଟିଲାଗଡ଼: ବାଜୁଛି ଢୋଲ ନିଶାନ, ଚାଲିଛି ଛକକୁ ଛକ. ବାଟବରଣ । ଆଉ ଏସବୁ ସ୍ୱାଗତ, ବାଟବରଣ ଦେଖି ନେତାଏ ବି ଖୁସ. । ଟିଟିଲାଗଡ଼ରେ ଅନେକ ଦଳୀୟ ତୁଙ୍ଗ ନେତାଙ୍କ ଚାଲିଛି ମାରାଥନ ପ୍ରଚାର । ପ୍ରାର୍ଥୀ ନୁହେଁ ବରଂ ନେତାଙ୍କ ଚାଲିଛି କସରତ । ବିଜେପି ଏବଂ ବିଜେଡି ବିରୋଧରେ ବର୍ଷଛି କଂଗ୍ରେସ ।…