Latest Odisha News

BREAKING NEWS

୧୩ଟି ବୁଥରେ ପୁନଃ ମତଦାନ ପ୍ରସ୍ତାବ : ରାଜ୍ୟ ନିର୍ବାଚନ କମିସନ

ଭୁବନେଶ୍ୱର: ରବିବାର ୨୯ ଜିଲ୍ଲାର ୬୩ ବ୍ଲକର ୧୭୧ ଜିଲ୍ଲା ପରିଷଦ ଆସନ ପାଇଁ ହେବ ନିର୍ବାଚନ । ଏଥିଲାଗି ୬୭୯ ଜଣ ପ୍ରାର୍ଥୀ ଅଛନ୍ତି। ଏନେଇ ରାଜ୍ୟ ନିର୍ବାଚନ କମିସନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ସୂଚନା ଦେଇଛନ୍ତି । ସେ କହିଛନ୍ତି, ରାଜ୍ୟର ୧୮ ହଜାର ୪୯୫ ୱାର୍ଡରେ ନିର୍ବାଚନ ହେଉଛି ।…

ବାଲ୍ୟ ବିବାହକୁ ଅଟକାଇଲା ପ୍ରଶାସନ

ଭୁବନେଶ୍ୱର :ବାଲ୍ୟ ବିବାହକୁ ଅଟକାଇଲା ପ୍ରଶାସନ । ଖଣ୍ଡଗିରି ନିକଟ ଡୁମୁଡୁମାରେ ଏକ ବାଲ୍ୟ ବିବାହ ଚାଲିଥିବା ବେଳେ ପୋଲିସ ପ୍ରଶାସନ ଅଟକାଇଛି । ପୋଲିସ , ଚାଇଲ୍ଡ ଲାଇନ ଓ ସିଡିପିଓ ସନ୍ଧ୍ୟାରାଣୀ ଦେବୀ ସୂଚନା ପାଇ ମିଳିତ ଭାବେ ଚଢାଉ କରି ବାଲ୍ୟ ବିବାହକୁ ଅଟକାଇଥିଲେ । ଉଦ୍ଧାର…

ଆନ୍ଧ୍ରରେ ଓଡିଆ ଶ୍ରମିକଙ୍କ ବସ ଦୁର୍ଘଟଣାଗ୍ରସ୍ତ : ୩୮ ଓଡିଆ ଶ୍ରମିକ ଆହତ

ଆନ୍ଧ୍ରପ୍ରଦେଶ: ଆନ୍ଧ୍ରରେ ଓଡିଆ ଶ୍ରମିକଙ୍କ ବସ୍ ଦୁର୍ଘଟଣାଗ୍ରସ୍ତ । ଆନ୍ଧ୍ର ଶ୍ରୀକାକୁଲମ ପାଇଡିଭୀମାବରମ୍ ଠାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଟ୍ରକ ସହ ଶ୍ରମିକ ବୋଝେଇ ବସ୍ ମୁହାଁମୁହିଁ ହୋଇଛନ୍ତି । ଏଥିରେ ୩୮ ଓଡିଆ ଶ୍ରମିକ ଆହତ ହୋଇଛନ୍ତି । ଆହତଙ୍କୁ ପାଇଡିଭୀମାବରମ୍…

ନବରଙ୍ଗପୁର ପୋଲିସ ଗାଡି ଦୁର୍ଘଟଣା: ମୃତ ପୋଲିସ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ

ନବରଙ୍ଗପୁର: ନବରଙ୍ଗପୁରରେ ପୋଲିସ ଗାଡି ଓଲିଟିବା ଘଟଣା । ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୋଲିସ ବସ୍ ଦୁର୍ଘଟଣାରେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ବିଷୟରେ ଜାଣି ସେ ଦୁଃଖିତ ଥିବା ଟ୍ବିଟ୍ କରି ଜଣାଇଛନ୍ତି । ଦୁଃଖଦ…

ମୁର୍ମୂଷ ଅବସ୍ଥାରେ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର ,ଡାକ୍ତରଖାନାରେ ଭର୍ତି

ନୂଆପଡା : ମୁର୍ମୂଷ ଅବସ୍ଥାରେ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର । ନୂଆପଡା ଜିଲ୍ଲା ଖଡିଆଳ ବ୍ଲକରେ ହାତ ଗୋଡ ବନ୍ଧା ଅବସ୍ଥାରେ ସରପଞ୍ଚ ପ୍ରାର୍ଥୀ ଉଦ୍ଧାର ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଖଡିଆଳ ଡାକ୍ତରଖାନାରେ ଭର୍ତି କରାଯାଇଛି । ଗୁରୁତର ସରପଞ୍ଚ ପ୍ରାର୍ଥୀ ହେଲେ ସୁନାରିସିକୁଆଁ ଗାଁର…

ପୁଣି ବିବାଦରେ କେନ୍ଦ୍ରମନ୍ତ୍ରୀ ଟୁଡୁ , ନିର୍ବାଚନୀ ପ୍ରଚାର ସଭାରେ କହିଲେ ଖରାପ ଭାଷା

ମୟୂରଭଞ୍ଜ : ପୁଣି ବିବାଦକୁ ଆସିଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ । ନିର୍ବାଚନୀ ପ୍ରଚାରରେ ଉଚ୍ଚାରଣ ଆଚ୍ଚରଣ ଭୁଲିଗଲେ କେନ୍ଦ୍ରମନ୍ତ୍ରୀ ବିଶେଶ୍ୱର ଟୁଡୁ ।କହିଲେ ଅଭଦ୍ର ଭାଷା । ମନ୍ତ୍ରୀ ନିର୍ବାଚନୀ ପ୍ରଚାର ସମୟରେ ଏପରି ଭାଷା କହିଛନ୍ତି ଯାହା ଆପଣ ଶୁଣି ପାରିବେନି । ମୟୂରଭଞ୍ଜ ଉଦଳା…

ରାସ୍ତା କଡ଼ରୁ ମିଳିଲା ଲୁଟ ଭୋଟ୍ ବାକ୍ସ

ଜଗତସିଂହପୁର: ରାସ୍ତାକଡ଼ରୁ ମିଳିଲା ଲୁଟ ଭୋଟ୍‌ ବାକ୍ସ । ଗତକାଲି ଜଗତସିଂହପୁର ବ୍ଲକରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ବେଳ ଭୋଟ୍ ବାକ୍ସ ଚୋରି ହୋଇଯାଇଥିଲା। କିଛି ନିର୍ଦ୍ଦିଷ୍ଟ ଗୋଷ୍ଠୀ ବୁଥକୁ କବଜା କରି ନେଇଥିବା ବେଳେ ଆତଙ୍କରାଜ ଖେଳାଇଥିଲେ। ୩୫ରୁ ୪୦ ଦୁର୍ବୃତ୍ତ ପଟସରା ପଞ୍ଚାୟତର…

ପଞ୍ଚାୟତ ନିର୍ବାଚନ: ଦ୍ଵିତୀୟ ପର୍ଯ୍ୟାୟରେ ରେକର୍ଡ ୭୮.୩% ମତଦାନ

ଭୁବନେଶ୍ୱର: ଦ୍ଵିତୀୟ ପର୍ଯ୍ୟାୟ ମତଦାନରେ ରେକର୍ଡ ସଂଖ୍ୟକ ଭୋଟିଂ । ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟରେ ରେକର୍ଡ ୭୮.୩ ପ୍ରତିଶତ ମତଦାନ ହୋଇଛି । ସୁବର୍ଣ୍ଣପୁର ଜିଲ୍ଲାରେ ସର୍ବାଧିକ ୮୫.୬୭ ପ୍ରତିଶତ ମତଦାନ ହୋଇଛି । ମୋଟ୍ ୯ଟି ଜିଲ୍ଲାରେ ୮୦ ପ୍ରତିଶତ ଉପରେ ଭୋଟିଂ ହୋଇଛି । ଏସବୁ ଜିଲ୍ଲା…

ଓଡ଼ିଶା ବସ୍ ଆନ୍ଧ୍ରରେ ଦୁର୍ଘଟଣାଗ୍ରସ୍ତ, ୪୭ ଆହତ

ଶ୍ରୀକାକୁଲମ୍(ଆନ୍ଧ୍ରପ୍ରଦେଶ): ଆନ୍ଧ୍ରପ୍ରଦେଶରେ ଓଡ଼ିଶାର ବସ୍ ଦୁର୍ଘଟଣାଗ୍ରସ୍ତ । ଏଥିରେ ୪୭ ଜଣ ଆହତ ହୋଇଛନ୍ତି । ଆନ୍ଧ୍ରପ୍ରଦେଶ ଶ୍ରୀକାକୁଲମ୍‌ ନିକଟରେ ଏହି ଦୁର୍ଘଟଣା ହୋଇଛି । ଏହି ବସ୍‌ ଓଡିଶାରୁ ଦାଦନ ଶ୍ରମିକ ନେଇ କେରଳ ଯାଉଥିଲା । ଏତିକିବେଳେ ଏନଏଚ୍-୫ର ରଣସରନ ନିକଟରେ ଟ୍ରକକୁ…

ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ଟି-ଟ୍ୱେଣ୍ଟି ଖେଳିବେନି କୋହଲି

କୋଲକାତା: ୱେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଶେଷ ଟି-ଟ୍ୱେଣ୍ଟି ଖେଳିବେ ନାହିଁ ବିରାଟ କୋହଲି । ତାଙ୍କୁ ବିଶ୍ରାମ ଦେଇଛି ବିସିସିଆଇ । ଫଳରେ ତୃତୀୟ ଟ୍ୱେଣ୍ଟି ଟ୍ୱେଣ୍ଟି ପୂର୍ବରୁ ପରିବାର ଲୋକଙ୍କ ପାଖକୁ ଫେରିବେ କୋହଲି । ଆଗକୁ ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ଖେଳିବ ଭାରତ ।…