Latest Odisha News

BREAKING NEWS

ପରଲୋକରେ ବିଶିଷ୍ଟ କବି ହରପ୍ରସାଦ ପରିଚ୍ଛା ପଟ୍ଟନାୟକ

ଭୁବନେଶ୍ୱର : ପରଲୋକରେ ବିଶିଷ୍ଟ କବି ସମାଲୋଚକ ତଥା ସମ୍ପାଦକ ହରପ୍ରସାଦ ପରିଚ୍ଛା ପଟ୍ଟନାୟକ । ଏକାଧାରରେ ସେ ଜଣେ କବି ଲେଖକ ଓ ସମୀକ୍ଷକ ଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା । ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଯାଇଛି । ମୃତ୍ୟୁ…

ଶୀତକାଳୀନ ଅଲିମ୍ପିକ୍ସ: ଭାରତର ଅଭିଯାନ ଶେଷ

ବେଜିଂ: ଶୀତକାଳୀନ ଅଲିମ୍ପିକ୍ସରେ ଭାରତର ଅଭିଯାନ ଶେଷ ହୋଇଛି । ଏଥିରେ ଭାରତ ପକ୍ଷରୁ ଅଂଶଗ୍ରହଣ କରିଥିବା ଏକମାତ୍ର ପ୍ରତିଯୋଗୀ ଆରିଫ ଖାଁ ନିରାଶ କରିଛନ୍ତି । ପୁରୁଷ ସ୍ଲାଲମ ଇଭେଂଟରେ ସେ ରେସ ସମ୍ପୂର୍ଣ୍ଣ କରିବାରେ ବିଫଳ ହୋଇଛନ୍ତି । ୮୮ ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୫୨ଜଣ ରେସ…

ଶେଷ ହେଲା ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ, ଦିନ ୧ଟା ସୁଦ୍ଧା ୬୦ ପ୍ରତିଶତ ମତଦାନ

ଭୁବନେଶ୍ୱର: ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ନିର୍ବାଚନ । କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଶେଷ ହେଲା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ଦିନ ୧ଟା ସୁଦ୍ଧା ୬୦ ପ୍ରତିଶତ ମତଦାନ ସରିଛି । ଏ ନେଇ ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ପ୍ରଥମ…

ରାଜ୍ୟରେ ୨୩ ଜଣ ପ୍ରାର୍ଥଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ପଞ୍ଚାୟତ ନିର୍ବାଚନ ସମୟରେ ୨୩ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ବୁଧବାର ରାଜ୍ୟ ନିର୍ବାଚନ କମିଶନ ସୂଚନା ଦେଇଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ନାମାଙ୍କନ ଦାଖଲରୁ ମତଦାନ ପର୍ଯ୍ୟନ୍ତ ୨୩ ଜଣ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଏହି ୨୩ଟି ପଦବୀ ପାଇଁ ମତଦାନ ସ୍ଥଗିତ…

ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ କମିଶନ ଆଗରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର : ବିଜେପି ବିରୋଧରେ ବିଭିନ୍ନ ଅଭିଯୋଗ ନେଇ ରାଜ୍ୟ ନିର୍ବାଚନ ଆଗରେ ଫେରାଦ ହେଲା ବିଜେଡି । ବିଜେପି କର୍ମୀ ଓ ନେତା ମାନେ ବିଜେଡି ନେତା ଓ କର୍ମୀ ମାନଙ୍କୁ ନିର୍ବାଚନ ମଇଦାନରେ ମରଣାତ୍ମକ ଆକ୍ରମଣ କରୁଛନ୍ତି । ଅନେକ ସ୍ଥାନରେ ବିଜେଡି ନେତା ମାନଙ୍କୁ ଧମକ ମଧ୍ୟ ଦିଆଯାଉଛିା…

[ଭିଡିଓ] ମତଦାନ ଖବର ସଂଗ୍ରହ ବେଳେ ୪ ଗଣମାଧ୍ୟମ ପ୍ରତିନିଧିଙ୍କୁ ମାଡ଼ ଅଭିଯୋଗ

ପିପିଲି: ନିର୍ବାଚନ ସମୟରେ ମତଦାନ ଖବର ସଂଗ୍ରହ କରିବାକୁ ଯାଇ ୪ଜଣ ଗଣମାଧ୍ୟମ ପ୍ରତିନିଧି ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ ହୋଇଛି । ପୁରୀ ଜିଲ୍ଲା କଣାସ ବ୍ଲକରେ ଘଟିଛି ଏହି ଘଟଣା । ଆକ୍ରମଣର ଶିକାର ହୋଇଥିବା ଗଣମାଧ୍ୟମ ପ୍ରତିନିଧି ହେଲେ ନ୍ୟୁଜ ୧୮ ଓଡ଼ିଆର ରିପୋର୍ଟର ସୁମନ୍ତ ସୁନ୍ଦରାୟ ଓ…

ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ , ସ୍ଥଗିତ ହେଲା ନିର୍ବାଚନ

ନବରଙ୍ଗପୁର : ନିର୍ବାଚନ ସଂଗ୍ରାମ ପୂର୍ବରୁ ଜୀବନ ସଂଗ୍ରାମରେ ହାରିଗଲେ ସରପଞ୍ଚ ପ୍ରାର୍ଥୀ । ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ବି . ମାଳିଗୁଡା ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ଭାଗିରଥୀ ଅମନାତ୍ୟଙ୍କ ମୃତ୍ୟୁ ହୋଇଯାଇଛି । ଗତ କିଛି ଦିନ ଧରି ସେ ଅସୁସ୍ଥ ହୋଇପଡିଥିଲେ । ରାତିରେ ଦେହ…

କୃଷ୍ଣପ୍ରସାଦ ବୋମାମାଡ଼ ଘଟଣା: ବିଜେଡି ଉପରେ ଆରୋପ ଲଗାଇଲା ବିଜେପି

ପୁରୀ: ପୁରୀ ଜିଲ୍ଲା କୃଷ୍ଣପ୍ରସାଦ ବ୍ଲକର ଆନ୍ଦଳା ଗ୍ରାମପଞ୍ଚାୟତରେ ଆନ୍ଦଳା ବୁଥରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ସଂଘର୍ଷ ଓ ବୋମାମାଡ଼ ଫଳରେ ୪୦ରୁ ଅଧିକ ଲୋକ ଏଠାରେ ଗୁରୁତର ହୋଇଛନ୍ତି । ଏହି ଘଟଣାରେ ୨୫ରୁ ଅଧିକ ବାଇକ୍ ନଷ୍ଟ ହୋଇଥିବା…

ବ୍ରହ୍ମଗିରିରେ ନିର୍ବାଚନୀ ହିଂସା ଘଟି ୪ ଗରୁତର

ବ୍ରହ୍ମଗିରି: ପୁରୀ ଜିଲ୍ଲା ବ୍ରହ୍ମଗିରିରେ ନିର୍ବାଚନୀ ହିଂସା ଘଟିଥିବା ଜଣାପଡ଼ିଛି । ଏହି ହିଂସାକାଣ୍ଡରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ୪ ଜଣ ଗୁରୁତର ହୋଇଥିବା ଜଣା ପଡ଼ିଛି । ସୂଚନା ଅନୁସାରେ, ଆଜି ରାହାଡ଼ମଲ ଗ୍ରାମପଞ୍ଚାୟତର ନିଶିଭଅଁରର ବୁଥ ନମ୍ବର ୮ରେ ମତଦାନ ଚାଲିଥିଲା । ଏହି…

ପଞ୍ଚାୟତ ନିର୍ବାଚନ : ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର : ପଞ୍ଚାୟତ ନିର୍ବାଚନ ପାଇଁ ସରିଲା ପ୍ରଥମ ପଯ୍ୟାୟ ମତଦାନ ।  ରାଜ୍ୟରେ ୩୦ ଟି ଜିଲ୍ଲାରେ ୭୧ ଟି ବ୍ଲକରେ ଶାନ୍ତି ଶୃଙ୍ଖଳାର ସହ ଶେଷ ହେଲା ମତଦାନ । ସକାଳ ୭ ଟାରୁ ଦିନ ୧ ଟାଏ ଯାଏ ମତଦାନ ଚାଲିଥିଲା । ଭୋଟର ମାନେ ଆସି ନିଜେ ନିଜେ ମନସ୍ଥ କରିଥିବା ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି…