ଡାଇନୋସରଙ୍କୁ ବି ଥଣ୍ଡା, କାଶ ହେଉଥିଲା !
ନୂଆଦିଲ୍ଲୀ: ବିଲୁପ୍ତ ପ୍ରାଣୀ ଡାଇନୋସର ନେଇ ବିଭିନ୍ନ ତଥ୍ୟ ଗବେଷକମାନେ ପ୍ରଦାନ କରିବାରେ ଲାଗିଛନ୍ତି । ପୂର୍ବରୁ ଜୀବାଶ୍ମରୁ ହାଡଜନିତ ସମସ୍ୟା ଏବଂ କର୍କଟ ରୋଗ ହେଉଥିବା ଜଣାପଡିଥିଲା । ସାଇଟିଂଫିକ ଜର୍ଣ୍ଣାଲରେ ପ୍ରକାଶିତ ଖବର ଅନୁସାରେ ଡଲି ନାମକ ଡାଇନୋସର ଥଣ୍ଡାରେ ସଂକ୍ରମିତ ହୋଇଥିଲା…