କାବୁ ପାଉଛି କରୋନା: ଦେଶରେ ୫୦ ହଜାରକୁ ଖସିଲା ଦୈନିକ ସଂକ୍ରମଣ
ନୂଆଦିଲ୍ଲୀ: ଦେଶରେ କାବୁ ପାଉଛି କରୋନା । ଦୈନିକ ସଂକ୍ରମଣ କ୍ରମାଗତ ଭାବରେ ଖସିବାରେ ଲାଗିଛି । ୨୪ ଘଣ୍ଟାରେ ସାରା ଦେଶରୁ ଚିହ୍ନଟ ହୋଇଛନ୍ତି ୫୦ହଜାର ୪୦୭ ନୂଆ ଆକ୍ରାନ୍ତ । ଗତକାଲି ଅପେକ୍ଷା ପାଖାପାଖି ୧୦ ହଜାର କମ୍ ସଂକ୍ରମିତ ବାହାରିଛନ୍ତି । ଦେଶରେ ପଜିଟିଭ୍ ହାର ରହିଛି ୩.୪୮ ପ୍ରତିଶତ…