ରଥଯାତ୍ରା ପୂର୍ବରୁ ଗଣତି ମଣତି: ଆଇନ ମନ୍ତ୍ରୀ
ପୁରୀ: ରତ୍ନଭଣ୍ଡାର ଗଣତି ମଣତି SOP ନେଇ ଆଇନମନ୍ତ୍ରୀ ଦେଲେ ପ୍ରତିକ୍ରିୟା। ରତ୍ନଭଣ୍ଡାର ଗଣତି ମଣତି ନେଇ SOP ଫାଇନାଲ୍ ଷ୍ଟେଜ୍ରେ ପହଞ୍ଚିଛି। ଉଚ୍ଚସ୍ତରୀୟ କମିଟିରେ ଏନେଇ ଆଲୋଚନା ହୋଇଛି। କମିଟି ଏକ ପୂର୍ଣ୍ଣ୍ରାଙ୍ଗ SOP ସରକାରଙ୍କ ପାଖକୁ ପଠାଇବେ। ସରକାରଙ୍କ ପାଖରୁ SOP ଆସିଲେ ଗଣତି…