ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗ ଗିରଫ: ଦେଶୀ ବନ୍ଧୁକ, ବାଇକ୍ ଜବତ
ବଲାଙ୍ଗୀର: ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି ବଲାଙ୍ଗୀର ଟାଉନ ଥାନା ପୋଲିସ । ଟାଉନ ଥାନା ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ ପ୍ରମୋଦ ସିଂ, ପ୍ରିନ୍ସ ସିଂ ଓ ରଞ୍ଜନ । ପୋଲିସ ସେମାନଙ୍କ ଠାରୁ ଦେଶୀ…