ଗରିଆପାଲି ଟ୍ରିପଲ୍ ମର୍ଡର ଘଟଣାର ଅଭିଯୁକ୍ତ ମୃତ
ଦେବଗଡ଼: ଗରିଆପାଲି ଟ୍ରିପଲ୍ ମର୍ଡର ଘଟଣାର ଅଭିଯୁକ୍ତ ମୃତ। ବିଷ ଖାଇ ଗୁରୁତର ହେବାରୁ ବୁର୍ଲା ମେଡିକାଲ୍ରେ ଭର୍ତ୍ତି ହୋଇଥିଲେ। ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଥି। ସ୍ତ୍ରୀ, ବୋହୂ ଓ ନାତୁଣୀଙ୍କୁ ହତ୍ୟା କରିବା ପରେ ଫେରାର୍ ଥିଲା ଅଭିଯୁକ୍ତ। ଗାଁ…