ରାଜ୍ୟରେ ବିଜେପି ସଂଗଠନ ମଜଭୁତ ହେଉଛି: ମନମୋହନ ସାମଲ
ଭୁବନେଶ୍ୱର: ଆଜି ଗଞ୍ଜାମ ଓ ପୁରୀ ଜିଲ୍ଲାର ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦାନ କରିଛନ୍ତି। ଗତ ସାଧାରଣ ନିର୍ବାଚନରେ ସତ୍ୟବାଦୀ ନିର୍ବାଚନମଣ୍ଡଳୀରୁ ଲଢିଥିବା ସ୍ୱାଧୀନ ପ୍ରାର୍ଥୀ ମନୋଜ କୁମାର ରଥଙ୍କ ବିଜେପିରେ ଯୋଗଦାନ କରିଛନ୍ତି। ସେହିପରି ପୁରୀ…