ଖୁବ୍ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ହେବ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା
ପୁରୀ: ଦୀର୍ଘ ସମୟ ଅପେକ୍ଷା ଏବଂ ଭିଡ଼କୁ ପରିଚାଳନା କରିବା ପାଇଁ ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅନଲାଇନ୍ ସ୍ଲଟ୍ ବୁକିଂ ବ୍ୟବସ୍ଥା ପ୍ରଚଳନ କରିବାକୁ ଓଡ଼ିଶା ସରକାର ଯୋଜନା କରୁଛନ୍ତି। ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବୁଧବାର ସୂଚନା ଦେଇଛନ୍ତି।
ମନ୍ଦିରରେ ଶ୍ରୀଜିଉଙ୍କ…