ସବୁ ଚିଟ୍ଫଣ୍ଡ ଜମାକାରୀ ପାଇବେ ଟଙ୍କା
ଭୁବନେଶ୍ୱର: କ୍ଷୁଦ୍ର ଚିଟ୍ ଫଣ୍ଡ ଜମାକାରୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି। ଓଡ଼ିଶା ସରକାର ଯୋଗ୍ୟ ଦାବିଦାରଙ୍କ ପାଇଁ ଟଙ୍କା ଫେରସ୍ତ ପ୍ରକ୍ରିୟା ସମାପ୍ତ କରିବାର ଶେଷ ତାରିଖ ଜାନୁଆରୀ ୩୧, ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।
ଅର୍ଥ ବିଭାଗ ଦ୍ୱାରା ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛି…