ପ୍ରେମ କଲା ବାୟା; ପ୍ରେମୀ ସହ ମିଶି ସ୍ବାମୀଙ୍କୁ ଗ୍ରାଇଣ୍ଡିଂ କରିଦେଲେ…
ଲକ୍ଷ୍ନୌ: ମେରଠର ମୁସ୍କାନ ମାମଲା ପରି ଉତ୍ତରପ୍ରଦେଶ ସମ୍ଭଲ ଜିଲ୍ଲାରେ ସମାନ ଘଟଣା ଘଟିଛି। ଯେଉଁଠାରେ ଜଣେ ମହିଳା ପ୍ରେମୀ ସହ ମିଶି ନିଜ ସ୍ୱାମୀଙ୍କୁ ହତ୍ୟା କରିବାକୁ ପଛାଇ ନାହିଁ।
ଏହି ମାମଲାରେ ପୋଲିସ ଅଭିଯୁକ୍ତ ମହିଳା ଏବଂ ତାଙ୍କ ପ୍ରେମିକଙ୍କୁ ଗିରଫ କରିଥିବା ଜଣାପଡିଛି।…