ଓଏଏସ୍ ଏବଂ ଓଆରଏସ୍ ଅଧିକାରୀଙ୍କ ବିରୋଧରେ ଥିବା ଶୃଙ୍ଖଳାଗତ ତଦନ୍ତ ପ୍ରକ୍ରିୟା ଶୀଘ୍ର ସାରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍ (କନିଷ୍ଠ ବର୍ଗ) ଏବଂ ଓଆରଏସ୍ ଅଧିକାରୀମାନଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିମନ୍ତେ ବକେୟା ଥିବା ତଦନ୍ତ ରିପୋର୍ଟଗୁଡିକ ଶୀଘ୍ର ଦାଖଲ କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା…