କିମ୍ବଦନ୍ତୀ ଗାୟିକା ଆଶା ଭୋସ୍ଲେଙ୍କ ପରଲୋକ
ମୁମ୍ବାଇ: କିମ୍ବଦନ୍ତୀ ଗାୟିକା ଆଶା ଭୋସ୍ଲେଙ୍କ ପରଲୋକ। ପରଲୋକ ନେଇ ସୂଚନା ଦେଲେ ପୁଅ ଆନନ୍ଦ ଭୋସ୍ଲେ। ମୁମ୍ବାଇର ବ୍ରିଚ କାଣ୍ଡି ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଛି। ୯୨ ବର୍ଷ ବୟସରେ ଆଖି ବୁଝିଲେ ଆଶା ଭୋସ୍ଲେ। ତାଙ୍କ ପରଲୋକ ଭାରତୀୟ ସଙ୍ଗୀତରେ ଏକ ଯୁଗର ଅନ୍ତ…