‘ଛାତ୍ରଛାତ୍ରୀମାନଙ୍କ ପ୍ରତିଭାକୁ ସାର୍ବଜନୀନ ଓ ଦକ୍ଷତାକୁ ବିକଶିତ କରୁଛି ସରଗିଫୁଲ୍’
ଭୁବନେଶ୍ବର:ଉଦଯାପିତ ହୋଇଯାଇଛି ରାଜ୍ୟସ୍ତରୀୟ ସର୍ଗି ଫୁଲ୍ ମହୋତ୍ସବ ୨୦୨୫ । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ସମ୍ବୋଧିତ କରିଛନ୍ତି । ଉଦଯାପନୀ ସନ୍ଧ୍ୟାରେ ଯୋଗ ଦେଇ ମନ୍ତ୍ରୀ ପିଲାମାନଙ୍କୁ ଉତ୍ସାହିତ କରିବା ସହ…