ଲଘୁ ଖଣିଜରୁ ସଂଗୃହୀତ DMF ପାଣ୍ଠିକୁ ସେହି ଜିଲ୍ଲାରେ ଖର୍ଚ୍ଚ କରାଯିବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ।
ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି ଡ଼ି.ଏମ.ଏଫ (DMF) ଜିଲ୍ଲା ମାନଙ୍କରୁ ସମୁଦାୟ ୩୪,୦୫୨ କୋଟି…