SC Cancels FIRs: ଆନ୍ଦୋଳନକାରୀ ଛାତ୍ରଙ୍କ ବିରୋଧରେ ରୁଜୁ FIR ରଦ୍ଦ, ସୁପ୍ରିମକୋର୍ଟଙ୍କ ବଡ଼ ନିର୍ଦ୍ଦେଶ
ନୂଆଦିଲ୍ଲୀ: NEET ପେପର୍ ଲିକ୍କୁ ନେଇ ଦିଲ୍ଲୀ ସମେତ ଦେଶର ବିଭିନ୍ନ ସ୍ଥାନରେ ହୋଇଥିବା ଛାତ୍ର ଆନ୍ଦୋଳନକୁ ନେଇ ସୁପ୍ରିମକୋର୍ଟ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। ଭାରତର ପ୍ରଧାନ ବିଚାରପତି (CJI) ସୂର୍ଯ୍ୟକାନ୍ତଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ସମ୍ବିଧାନର ଅନୁଚ୍ଛେଦ ୧୪୨ ଅନୁଯାୟୀ ନିଜର…