ହାଇଦ୍ରାବାଦକୁ ହରାଇଲା ଲକ୍ଷ୍ନୌ: ପନ୍ତଙ୍କ ଅର୍ଦ୍ଧଶତକ
ହାଇଦ୍ରାବାଦ: ଚଳିତ ଆଇପିଏଲରେ ଲକ୍ଷ୍ନୌ ସୁପର ଜ୍ୟାଂଟସ ପ୍ରଥମ ବିଜୟ ହାସଲ କରିଛି । ରବିବାର ଅନୁଷ୍ଠିତ ମ୍ୟାଚରେ ରିଷଭ ପନ୍ତଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ସହାୟତାରେ ଲକ୍ଷ୍ନୌ ୫ ୱିକେଟରେ ହାଇଦ୍ରାବାଦକୁ ପରାସ୍ତ କରିଛି । ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରି ୯ ୱିକେଟ ବିନିମୟରେ ୧୫୬ ରନ…