LPG ଗୁଜବକୁ ନେଇ କେନ୍ଦ୍ର ସରକାରଙ୍କ କଡା କାର୍ଯ୍ୟାନୁଷ୍ଠାନ, ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ କରିବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ: ଏଲପିଜି ସମ୍ପର୍କରେ ପ୍ରଚାର ହେଉଥିବା ଗୁଜବ ବିରୋଧରେ କେନ୍ଦ୍ର ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପେଟ୍ରୋଲିୟମ୍ ମନ୍ତ୍ରଣାଳୟ ସଚିବ ଡକ୍ଟର ନୀରଜ ମିତ୍ତଲ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟ ସଚିବମାନଙ୍କୁ ଚିଠି ଲେଖି ତୁରନ୍ତ ପରିସ୍ଥିତି ନିୟନ୍ତ୍ରଣ…