ବସକୁ ଧକ୍କା ଦେଇ ଫେରାର ହେଲା ଟ୍ରକ୍, ୨୮ ଯବାନ ଗୁରୁତର
କେନ୍ଦୁଝର: କେନ୍ଦୁଝର ଜିଲ୍ଲା ଯୋଡା ତଡୁଆବାହାଳ ନିକଟରେ ଦୁର୍ଘଟଣା । OISF ଯବାନଙ୍କୁ ନେଇ ଯାଉଥିବା ବସକୁ ଧକ୍କା ଦେଲା ଟ୍ରକ । ୨୮ଆହତ ଯବାନଙ୍କ ମଧ୍ୟରୁ ୧୦ଜଣ ଗୁରୁତର ହୋଇଛନ୍ତି । ଆହତମାନଙ୍କୁ ଚମ୍ପୁଆ ଡାକ୍ତର ଖାନା ଓ ବାସୁଦେବପୁର ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି…