Latest Odisha News

BREAKING NEWS

କଂଗ୍ରେସର ଲୋକସଭା ପ୍ରାର୍ଥୀ ସଞ୍ଜୟ ଭୋଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରି ଆରମ୍ଭ କଲେ ପ୍ରଚାର ପ୍ରସାର

ବରଗଡ଼: ଲୋକସଭା ଆସନ ପାଇଁ କଂଗ୍ରେସର ଲୋକସଭା ପ୍ରାର୍ଥୀ ସଞ୍ଜୟ ଭୋଇ ଆଜି କଂଗ୍ରେସ କର୍ମୀ ମାନଙ୍କ ସହିତ ବରଗଡ଼ ତଳିପଡ଼ା ସ୍ଥିତ ଦେବୀ ମା' ସମଲେଶ୍ୱରୀଙ୍କ ଦର୍ଶନ କରି ତାଙ୍କର ପ୍ରଚାର ପ୍ରସାର ଆରମ୍ଭ କରିଛନ୍ତି। ଦେବୀ ମାଁଙ୍କଠାରେ ଦର୍ଶନ କରି ଆଶୀର୍ବାଦ ଲାଭ କରିବା ପରେ ଆଜି ଇଦ୍ ଅବସରରେ…

କେଉଁଠି ଛିଡୁନି ଟିକେଟ୍ ଅଙ୍କ?

ଭୁବନେଶ୍ବର: ଟିକେଟ୍ ଘୋଷଣାରେ ବିଳମ୍ବ, ଦ୍ୱନ୍ଦ୍ୱରେ ଆଶାୟୀ । କାହିଁକି ବାହାରୁନି ପ୍ରାର୍ଥୀ ତାଲିକା? ଟିକେଟd ଅଙ୍କକଷାରେ କେଉଁଠି କେଁ ? ବିଦ୍ରୋହୀ ଭୟରେ ଗଡୁଛି କି ତାରିଖ ପରେ ତାରିଖ? ସବୁଠି ମିଶ୍ରଣ, ଦଳରେ ନୂଆ ସମୀକରଣ । ଟିକେଟ୍ ଚୂଡାନ୍ତ ପାଇଁ ହେଉଛି କି ବାଧା? ସମୟ ଯେତିକି…

୧୧ ତମ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି, ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ନୂଆଦିଲ୍ଲୀ: ଆଜି ବିଜେପି ତା'ର ୧୧ ତମ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଉତ୍ତରପ୍ରଦେଶର ଭଦୋହି ଆସନରୁ ବିଜେପି ଏହି ପ୍ରାର୍ଥୀ ଘୋଷଣା କରିଛି । ଏହି ତାଲିକାରେ ମାତ୍ର ଜଣଙ୍କର ନାଁ ରହିଛି । ଡକ୍ଟର ବିନୋଦ କୁମାର ବିନ୍ଦ ଭଦୋହିରୁ ପ୍ରାର୍ଥୀ ହୋଇଛନ୍ତି । ନିଶାଦ ପାର୍ଟି ଚଳିତ…

ବାଇକ ଆରୋହୀଙ୍କୁ ଧକ୍କା ଦେଲା କାର୍: ଜଣେ ମୃତ, ଦୁଇ ଗୁରୁତର

ଭୁବନେଶ୍ୱର: ପୁରୀ ଜିଲ୍ଲାର ଗୋପ ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଗୁରୁବାର ସକାଳେ ଫୁଲ ତୋଳୁଥିବା ବେଳେ ଏକ କାର ମାଡିଯାଇଥିଲା। ଏହାପରେ ଏକ ବାଇକ ଆରୋହୀଙ୍କୁ ଧକ୍କା ଦେଇଥିଲା କାର୍ । ଫଳରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ…

କାଶୀ ବିଶ୍ଵନାଥ ମନ୍ଦିରରେ ପୂଜାରୀ ମାନଙ୍କ ପରି ପୋଲିସ କର୍ମଚାରୀ ମଧ୍ୟ ପିନ୍ଧିବେ ଧୋତି

ଲକ୍ଷ୍ନୌ: ଉତ୍ତରପ୍ରଦେଶ ସ୍ଥିତ କାଶୀ ବିଶ୍ୱନାଥ ଧାମ ପରିସରରେ ଥିବା ପୋଲିସ କର୍ମାଚାରୀମାନେ ମଧ୍ୟ ମନ୍ଦିରର ପୂଜାରୀ ମାନଙ୍କ ପରି ପିନ୍ଧିବେ ଧୋତି-କୁର୍ତ୍ତା । କିଛି ବର୍ଷ ପୂର୍ବରୁ ୨୦୧୮ରେ ମଧ୍ୟ ଏପରି ନିଷ୍ପତି ନିଆଯାଇଥିଲା । ମନ୍ଦିର ଅଧିକାରୀଙ୍କ କହିବା ଅନୁଯାୟୀ, ପୁରୁଷ…

ଦିଲ୍ଲୀ ଅବକାରୀ ନୀତି ମାମଲାରେ ସିବିଆଇର ବଡ଼ ଆକ୍ସନ, କେ.କବିତା ଗିରଫ

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ପୂର୍ବତନ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆରଙ୍କ ଝିଅ ତଥା ବିଆରଏସ ନେତ୍ରୀ କେ.କବିତାଙ୍କୁ ସିବିଆଇ ଗିରଫ କରିଛି। ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତ୍ରୀ କେ କବିତା ବର୍ତ୍ତମାନ ନ୍ୟାୟିକ ହେପାଜତରେ ଅଛନ୍ତି। ମଙ୍ଗଳବାର ଏପ୍ରିଲ ୯…

କେଜ୍ରିୱାଲଙ୍କୁ ଆଉ ଏକ ଝଟକା, କାର୍ଯ୍ୟରୁ ବହିଷ୍କୃତ ହେଲେ ବ୍ୟକ୍ତିଗତ ସଚିବ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଆଉ ଏକ ଝଟକା ଲାଗିଛି । କେଜ୍ରିୱାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ କାର୍ଯ୍ୟରୁ ବହିଷ୍କୃତ କରିଛି ଭିଜିଲାନ୍ସ ବିଭାଗ । ସରକାରୀ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିଥିବା ଅଭିଯୋଗରେ ଭିଜିଲାନ୍ସ ଆଜି ତାଙ୍କୁ…

ପଡୋଶୀ ଦେଶକୁ ରାଜନାଥଙ୍କ ଚେତାବନୀ, କହିଲେ ‘ପିଓକେ ଆମର ଥିଲା, ଅଛି ଏବଂ ରହିବ ମଧ୍ୟ’

ନୂଆଦିଲ୍ଲୀ: ଦେଶରେ ବର୍ତ୍ତମାନ ନିର୍ବାଚନୀ ମାହୋଲ । ଏଭଳି ପରିସ୍ଥିତିରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପଡୋଶୀ ଦେଶ ଚୀନ୍ ଏବଂ ପାକିସ୍ତାନକୁ ନେଇ କହିଛନ୍ତି ଯେ, ଭାରତ ଉପରେ ଖରାପ ନଜର ରଖିଥିବା ଲୋକମାନଙ୍କୁ ଉପଯୁକ୍ତ ଉତ୍ତର ଦିଆଯିବ । ମନ୍ତ୍ରୀ ରାଜନାଥ ଚୀନକୁ କଡା ଜବାବ ଦେଇ…

ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ଗେଜେଟ୍‌ ବିଜ୍ଞପ୍ତି

ନୂଆଦିଲ୍ଲୀ: ଲୋକସଭା ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ପ୍ରକାଶ ପାଇଲା ଗେଜେଟ୍‌ ବିଜ୍ଞପ୍ତି । ଲୋକ ସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୯୪ ସଂସଦୀୟ କ୍ଷେତ୍ର ପାଇଁ ଆଜି (ଗୁରୁବାର) ନିର୍ବାଚନ ଆୟୋଗ ବିଜ୍ଞପ୍ତି ପ୍ରକାଶ…

ମାୟାବତୀଙ୍କୁ ବଡ ଝଟକା, ବିଏସ୍‌ପିରୁ ଇସ୍ତଫା ଦେଇ ଆର୍‌ଏଲ୍‌ଡିରେ ମିଶିଲେ ସାଂସଦ ମାଲୁକ ନାଗର

ଲକ୍ଷ୍ନୌ: ଲୋକସଭା ନିର୍ବାଚନ ପୂର୍ବରୁ ବିଏସ୍‌ପିକୁ ଝଟକା । ଦଳ ରୁ ଇସ୍ତଫା ଦେଲେ ଉତ୍ତରପ୍ରଦେଶ ବିଜନୋରର ଏମ୍‌ପି ମାଲୁକ ନାଗର । ଏହାପରେ ସେ ଆର୍‌ଏଲ୍‌ଡିରେ ଯୋଗ ଦେଇଛନ୍ତି । ତେବେ ମାଲୁକ ନାଗରଙ୍କ ସ୍ଥାନରେ ବିଏସ୍‌ପି ମୁଖ୍ୟ ମାୟାବତୀ ବିଜେନ୍ଦ୍ର ସିଂଙ୍କୁ ପ୍ରାର୍ଥୀ କରିଛନ୍ତି ।…