IPL ନିଲାମ ତାଲିକାରେ ୨ ଓଡ଼ିଆ, ଉଭୟଙ୍କ ବେସ୍ ପ୍ରାଇସ୍ ୩୦ ଲକ୍ଷ
ଭୁବନେଶ୍ୱର: ଇଣ୍ଡିଆନ୍ ପ୍ରିମିୟର ଲିଗ (IPL) ର ନିଲାମରେ ୨ଜଣ ଓଡ଼ିଆ କ୍ରିକେଟର ସାମିଲ ହୋଇଛନ୍ତି । ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ ଏହି ଦୁଇ ଓଡିଆଙ୍କ ନାଁ ଯୋଡିଛି । ସେଦୁଇ ଓଡ଼ିଆ ଖେଳାଳି ହେଲେ ରାଜେଶ ମହାନ୍ତି ଓ ସ୍ୱସ୍ତିକ ସାମଲ । ୨୦୨୬ IPLର ମିନି ଅକ୍ସନ ଆଜି ଆବୁଧାବିରେ…